ଆଜି ଖୋଲିବ ମେଡି ଆସିଷ୍ଟର ଆଇପିଓ

ନୂଆଦିଲ୍ଲୀ,୧୫।୧: ମେଡି ଆସିଷ୍ଟ୍‌ ହେଲ୍‌ଥକେୟାର ସର୍ଭିସେସ୍‌ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୪ ଜାନୁଆରୀ ୧୫ରେ ଖୋଲିବ। ଏପରିକି ଉକ୍ତ ଆଇପିଓର ଅଫର ୨୦୨୪ ଜାନୁଆରୀ ୧୭ରେ ବନ୍ଦ ହେବ। ବିଶେଷକରି ଏହାର ଆଙ୍କର ନିବେଶକମାନେ ୨୦୨୪ ଜାନୁଆରୀ ୧୨ରେ ବିଡ୍‌ ଦାଖଲ କରିସାରିଛନ୍ତି। ଉକ୍ତ ଅଫରରେ ଇକ୍ୱିଟି ଶେୟାରର ମୂଲ୍ୟ ୩୯୭ରୁ ୪୧୮ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସେହିଭଳି ସର୍ବନିମ୍ନ ୩୫ଟି ଇକ୍ୱିଟି ଶେୟାର ପାଇଁ ବିଡ୍‌ ଦାଖଲ କରାଯାଇପାରିବ ଏବଂ ଏହାପରେ ୩୫ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। ସେହିପରି କମ୍ପାନୀର ଇକ୍ୱିଟି ଶେୟାରଗୁଡ଼ିକୁ ବିଏସଇ ଲିମିଟେଡ୍‌ ଓ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ୍‌ ଇଣ୍ଡିଆ ଲିମିଟେଡ୍‌ରେ ତାଲିକାଭୁକ୍ତ କରିବା ଲାଗି ରେଡ୍‌ ହିଅରିଂ ପ୍ରୋସପେକ୍ଟସ୍‌ରେ ପ୍ରସ୍ତାବ ରହିଛି। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ନିୟମ ଅନୁସାରେ ଏହି ଅଫରର ୫୦% ପର୍ଯ୍ୟନ୍ତ ଇକ୍ୱିଟି ଶେୟାର ସମାନୁପାତିକ ଭିତ୍ତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି) ମାନଙ୍କ ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri