ନୂଆଦିଲ୍ଲୀ,୧୫।୧: ମେଡି ଆସିଷ୍ଟ୍ ହେଲ୍ଥକେୟାର ସର୍ଭିସେସ୍ ଲିମିଟେଡ୍ର ଇନିସିଆଲ ପବ୍ଲିକ୍ ଅଫର (ଆଇପିଓ) ୨୦୨୪ ଜାନୁଆରୀ ୧୫ରେ ଖୋଲିବ। ଏପରିକି ଉକ୍ତ ଆଇପିଓର ଅଫର ୨୦୨୪ ଜାନୁଆରୀ ୧୭ରେ ବନ୍ଦ ହେବ। ବିଶେଷକରି ଏହାର ଆଙ୍କର ନିବେଶକମାନେ ୨୦୨୪ ଜାନୁଆରୀ ୧୨ରେ ବିଡ୍ ଦାଖଲ କରିସାରିଛନ୍ତି। ଉକ୍ତ ଅଫରରେ ଇକ୍ୱିଟି ଶେୟାରର ମୂଲ୍ୟ ୩୯୭ରୁ ୪୧୮ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସେହିଭଳି ସର୍ବନିମ୍ନ ୩୫ଟି ଇକ୍ୱିଟି ଶେୟାର ପାଇଁ ବିଡ୍ ଦାଖଲ କରାଯାଇପାରିବ ଏବଂ ଏହାପରେ ୩୫ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। ସେହିପରି କମ୍ପାନୀର ଇକ୍ୱିଟି ଶେୟାରଗୁଡ଼ିକୁ ବିଏସଇ ଲିମିଟେଡ୍ ଓ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ୍ ଇଣ୍ଡିଆ ଲିମିଟେଡ୍ରେ ତାଲିକାଭୁକ୍ତ କରିବା ଲାଗି ରେଡ୍ ହିଅରିଂ ପ୍ରୋସପେକ୍ଟସ୍ରେ ପ୍ରସ୍ତାବ ରହିଛି। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ନିୟମ ଅନୁସାରେ ଏହି ଅଫରର ୫୦% ପର୍ଯ୍ୟନ୍ତ ଇକ୍ୱିଟି ଶେୟାର ସମାନୁପାତିକ ଭିତ୍ତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି) ମାନଙ୍କ ଲାଗି ରହିବ।
ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍ରେ…
ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…
ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….
ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…
RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା
ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…
ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି
ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍ରାଙ୍କ…
‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ
ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…
E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍ରିୱାଲଙ୍କୁ…
ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…
ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…
ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…
୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର
ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…
Archives

