ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିଛି। ଏହି ଜଳପ୍ରପାତ ସହ ହଜାର ହଜାର ବର୍ଷରୁ ଅନେକ ଲୋକକଥା ଚର୍ଚ୍ଚାରେ ରହିଛି। ଏହାକୁ କେହି କେହି ଦେବସ୍ଥଳୀ ବୋଲି ମଧ୍ୟ ଆଲୋଚନା କରନ୍ତି। କିନ୍ତୁ ଜଳପ୍ରପାତକୁ ସ୍ଥାନୀୟ ଅଞ୍ଚଳବାସୀ ଏହାର ତଦାରଖ କରୁଥିବାବେଳେ ଯାହାବି ବିକାଶ କରାଯାଉଛି ତାକୁ ସ୍ଥାନୀୟ ପ୍ରଶାସନ କାର୍ଯ୍ୟକାରୀ କରୁଛି।
ପ୍ରକାଶ ଯେ, ଉକ୍ତ ଜଳପ୍ରପାତ ଉକ୍ତ ବ୍ଲକ ଦାସିଙ୍ଗବାଡି ପଞ୍ଚାୟତ ଅଧୀନରେ ରହିଛି। ଦାରିଙ୍ଗବାଡି ସହରଠାରୁ ପ୍ରାୟ ୧୫କିମି ଦୂରତାରେ ଏହି ପର୍ଯ୍ୟଟକ ରହିଥିବାବେଳେ ଭୁବନେଶ୍ୱରରୁ ଏହା ପ୍ରାୟ ୨୬୫ କିମି ଦୂରତାରେ ରହିଛି। ଦାରିଙ୍ଗବାଡି ଠାରୁ ଏହି ସ୍ଥାନ ରେ ପହଞ୍ଚିବା ପାଇଁ ରାଜ୍ୟ ରାଜପଥ ଉପରେ ଗଜପତି ଜିଲା ଅଡବା ଓ ମୋହନା ଯିବା ରାସ୍ତାରେ ଯିବାକୁ ପଡୁଛି। ଏଥି ସହ ଏହି ପର୍ଯ୍ୟଟନକ୍ଷେତ୍ରରେ ପହଞ୍ଚିବା ପୁର୍ବରୁ ସେହି ରାସ୍ତା ରେ କଫି ବଗିଚା, ଡ଼ୁଲୁରୀ ପାଇନବଣ, ପାଙ୍ଗାଲି ଘାଟିର ଦୃଶ୍ୟ, ରେନବୋ ଜଳପ୍ରପାତ ଆଦି ପଡିବ। ଏଥିସହ ମିଡିୟୁାନ୍ଦାରୁ ଫେରି ଦାସିଙ୍ଗବାଡିଠାରୁ ପ୍ରାୟ ୭ କିମି ଦୂରରେ ଐତିହାସିକ ଗ୍ରାମ ସୋନପୁର ପଞ୍ଚାୟତ ରହିଛି। ଯେଉଁଠି ପୌରାଣିକ ଓ ଲୋକକଥା ଅନୁସାରେ, ଜଳେଶ୍ୱର ଶିବ ମନ୍ଦିର ସମେତ ଗଣେଶ ମନ୍ଦିର ଓ ଅନ୍ୟ ମନ୍ଦିର ର ଭଗ୍ନାଂସ ଦେଖିବାକୁ ମିଳୁଛି ଏଥିସହ ସୋନପୁର ପହଞ୍ଚିବା ପୂର୍ବରୁ ଘାଟିରେ ଭିୟୁ ପର୍ଯ୍ୟଟକଙ୍କୁ ବିମୋହିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri