Posted inଜାତୀୟ

କୋଚିରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଫ୍ଲାଇଟର ଭୋପାଳରେ ଜରୁରୀ ଅବତରଣ

ଭୋପାଳ,୨୫ ।୨: ଭୋପାଳରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନକୁ ମେଡିକାଲ ଏମରଜେନ୍ସି କାରଣରୁ ଭୋପାଳ ଡାଇଭର୍ଟ କରିବାକୁ ପଡିଛି । ଜଣେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାରୁ ବିମାନର ଜରୁରୀ ଅବତରଣ କରାଯାଇଛି । ଲ୍ୟାଣ୍ଡିଂ ପରେ ଯାତ୍ରୀ ଜଣଙ୍କୁ ତୁରନ୍ତ ସୁରକ୍ଷିତ ଭାବେ ଓହ୍ଲାଇ ଦିଆଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏୟାର ଲାଇନ୍ସ ପକ୍ଷରୁ ଶୁକ୍ରବାର ଏକ ବୟାନ ଜାରି କରାଯାଇ ଏହି ସୂଚନା ଦିଆଯାଇଛି ।
ବୟାନରେ କୁହାଯାଇଛି, କୋଚିରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଫ୍ଲାଇଟ ୬ଇ ୨୪୦୭କୁ ମେଡିକାଲ ଏମରଜେନ୍ସି କାରଣରୁ ଭୋପାଳ ଡାଇଭର୍ଟ କରି ଦିଆଯାଇଛି । ଅନ୍ୟ ଯାତ୍ରୀଙ୍କ ଅସୁବିଧା ପାଇଁ ଆମେ ଦୁଃଖିତ ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri