ଗଞ୍ଜାମରେ ଔଷଧ ଦୋକାନ ବନ୍ଦ: ରୋଗୀସେବା ପ୍ରଭାବିତ

ଗଞ୍ଜାମ,୨୦।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଥିବା ସମସ୍ତ ମେଡ଼ିସିନ ଷ୍ଟୋରଗୁଡିକ ବୁଧବାର ବନ୍ଦ ଥିବା ଦେଖିବାକୁ ମିଳିଛି । ଯାହା ଫଳରେ ରୋଗୀ ସେବା କିଛି ମାତ୍ରାରେ ବାଧାପ୍ରାପ୍ତ ହୋଇଛି । ଏଥିସହ ରୋଗୀ ଓ ସମ୍ପର୍କୀୟଙ୍କ ଉପରେ ତାର ପ୍ରଭାବ ପଡ଼ିଥିବା ଜଣାପଡିଛି । ବର୍ତ୍ତମାନ ରୋଗୀଙ୍କୁ ସରକାରୀ ମେଡ଼ିସିନ ହିଁ ଭରଷା। ଅନଲାଇନରେ ହୋମ ଡ଼େଲିଭେରୀରେ ମେଡ଼ିସିନ ବିକ୍ରି ଏବଂ ତାହା ମଧ୍ୟ ମେଡ଼ିସିନରେ ଅଧିକ ରିହାତିକୁ ବିରୋଧ କରି ମେଡିସିନ ଷ୍ଟୋର ମାଲିକ ମାନେ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ଏହାର ସ୍ଥାୟୀ ସମାଧାନ ନହେବା ପର୍ଯ୍ୟନ୍ତ ଅନର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମେଡ଼ିସିନ ଷ୍ଟୋର ବନ୍ଦ ରହିବ ବୋଲି ଜଣେ ମେଡ଼ିସିନ ଷ୍ଟୋର ମାଲିକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?