ମେଡିକୋଭର ଓ୍ବାର୍ଲଡ କ୍ଲାସ କ୍ୟାନ୍‌ସର ସେଣ୍ଟର

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଅନ୍ତଃରାଷ୍ଟ୍ରୀୟ ହେଲ୍‌ଥ କେୟାର ଚେନ ‘ମେଡିକୋଭର କ୍ୟାନସର ଇନ୍‌ଷ୍ଟିଚ୍ୟୁଟ’ର ନୂତନ ଏବଂ ଅତ୍ୟାଧୁନିକ କ୍ୟାନସର ୟୁନିଟ୍‌ ବା ଓ୍ବାର୍ଲଡ କ୍ଲାସ କ୍ୟାନସର ସେଣ୍ଟର ନିକଟରେ ବିଶାଖାପାଟଣାର ଆରିଲୋଭା ହେଲ୍‌ଥ ସିଟିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଏହି ଅତ୍ୟାଧୁନିକ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ପ୍ରତିଷ୍ଠାନକୁ କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମମୋହନ ନାଇଡୁ ଉଦ୍‌ଘାଟନ କରିଥିଲାବେଳେ ଆନ୍ଧ୍ରପ୍ରଦେଶର ସ୍ବାସ୍ଥ୍ୟ ମନ୍ତ୍ରୀ ଓ୍ବାଇ. ସତ୍ୟ କୁମାର ଯାଦବଙ୍କ ସମେତ ମେଡିକୋଭର ହସ୍ପିଟାଲ ଇଣ୍ଡିଆର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ଡା. ଜି ଅନିଲ କ୍ରିଷ୍ଣା, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡା. ଏ ସାରଥ ରେଡ୍ଡୀ ଏବଂ ପି. ହରକ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ମେଡିକୋଭର ହସ୍ପିଟାଲ ଇଣ୍ଡିଆର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ଡା. ଜି ଅନିଲ କ୍ରିଷ୍ଣା କହିଥିଲେ, ଆମେ ଆମର ନୂତନ ସେଣ୍ଟରର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଲକ୍ଷ ଲକ୍ଷ ଲୋକଙ୍କୁ ଠିକ୍‌ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଆମର ଏହି ପ୍ରତିବଦ୍ଧତାକୁ ଏହା ପ୍ରତିପାଦିତ କରୁଛି। ବିଶେଷକରି ୪୦ରୁ ଅଧିକ ବିଶେଷଜ୍ଞ ଡାକ୍ତର ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳ ସହିତ ଆମେ ସମ୍ପୃକ୍ତ ଅଞ୍ଚଳରେ କର୍କଟ ଚିକିତ୍ସାର ମାନ ବୃଦ୍ଧି କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri