Posted inଫୁରସତ

ଧ୍ୟାନ କରୁଛି ମାଙ୍କଡ: ଭିଡିଓ ହେଲା ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହିଁରେ କପଡା ଗୁଡାଇ ହୋଇ ବୁଲୁଛି ତ ଆଉ କେତେବେଳେ ନଳକୂପ ହାଣ୍ଡେଲ ମାରି ନିଜେ ପାଣି ପିଉଛି। ତେବେ ଧ୍ୟାନ ମୁଦ୍ରାରେ ବସିଥିବା ଏକ ମାଙ୍କଡର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟରରେ ଶେୟାର କରିଛନ୍ତି।
ଭିଡିଓରେ ଦେଖାଯାଇଛି, ଗୋଟିଏ ମାଙ୍କ଼ଡ ୨ ଗୋଡ ଓ ହାତକୁ ଯୋଡି ଆଖି ମୁଜି ଧ୍ୟାନରେ ବସିଛି। ଭିଡିଓରେ ମାଙ୍କଡଟି ବେଶ ଶାନ୍ତ ଥିବା ଜଣାପଡ଼ୁଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବାରେ ସମର୍ପିତା ପଦ୍ମଶ୍ରୀ ଶାନ୍ତି ଦେବୀ

ସେବା ଓ ମମତାର ପ୍ରତିମୂର୍ତ୍ତି ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ଆଦିବାସୀ ଝିଅମାନଙ୍କ ଶିକ୍ଷା ଓ ପ୍ରଗତି କ୍ଷେତ୍ରରେ ସାଧନା ଜାରି ରଖିଥିବା ପଦ୍ମଶ୍ରୀ ଶାନ୍ତି...

‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌...

ସିଙ୍ଗଡ଼ା ବିକ୍ରି ପାଇଁ ଗୁଗୁଲ ଚାକିରି ଛାଡିଲେ ଏହି ବ୍ୟକ୍ତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଗୁଲ ଏମିତି ଏକ କମ୍ପାନୀ, ଯେଉଁଠାରେ କାମ କରିବାକୁ ସମସ୍ତେ ସ୍ବପ୍ନ ଦେଖିଥାନ୍ତି। ମାତ୍ର ଏହି ସ୍ବପ୍ନ ଖୁବ୍‌ କମ୍‌ ଲୋକଙ୍କର ପୂରଣ ହୋଇଥାଏ। ହେଲେ...

ବିପଦ ଆସୁଛି ମାଡ଼ି, ବୁଡ଼ିଯିବ ଉପକୂଳ ସହର…

ବେଜିଂ,୬।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱତାପନ ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ମେରୁ ଅଞ୍ଚଳରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାର ପ୍ରଭାବରେ ସମୁଦ୍ର ଜଳସ୍ତର...

ଆମ୍ବର ସହର ସେଲମ

ତାମିଲନାଡ଼ୁର ଉତ୍ତର ମଧ୍ୟ ଭାଗରେ ଅବସ୍ଥିତ ଏକ ସହର ହେଉଛି ସେଲମ। ଚେନ୍ନାଇଠାରୁ ପ୍ରାୟ ୩୪୦ କି.ମି ଦୂରରେ ଥିବା ଏହି ସହରରେ ରହିଛି ଅନେକ...

ଅନ୍ତରୀକ୍ଷରୁ ଆସିଥାଏ ସୁନା

ଖାଲି ଭାରତ ନୁହେଁ, ସମଗ୍ର ବିଶ୍ୱରେ ସୁନାର ଚାହିଦା ଅଧିକ। ଏହି ହଳଦିଆ ରଙ୍ଗ ଧାତୁର ଉତ୍ପତ୍ତି ନେଇ ଅନେକ ତର୍କ ବିତର୍କ ରହିଛି। ଏହା...

ନିରାପଦ ଦୀପାବଳି ପାଇଁ…

ଆଲୋକର ପର୍ବ ଦୀପାବଳି। ପରିବାର, ବନ୍ଧୁ ପରିଜନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବାର ବେଳ। ଅନ୍ଧାରକୁ ଏଡ଼ିଦେଇ କିଛି ସମୟ ପରିବେଶକୁ ଆଲୋକିତ...

ଦେଶର ଜନସଂଖ୍ୟା ୨୭

ଲଣ୍ଡନ: କ୍ଷେତ୍ରଫଳ ଦୃଷ୍ଟିରୁ ରୁଷିଆ ବିଶ୍ୱର ସର୍ବବୃହତ ଦେଶ ହୋଇଥିବାବେଳେ ଜନସଂଖ୍ୟା ଦୃଷ୍ଟିରୁ ଚାଇନା ସବୁଠାରୁ ଆଗରେ ରହିଛି। ଏହି କ୍ରମରେ ଦେଖିଲେ ଭାରତ ଦ୍ୱିତୀୟ...

Advertisement
Archives

Model This Week