ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ ନିଲାମ ସମୟରେ ଲିଜ୍‌ଧାରୀ କ୍ରଶର ମାଲିକଙ୍କୁ ଅଗ୍ରାଧିକାର ପ୍ରଦାନ, ଆବଶ୍ୟକ ସମସ୍ତ ଅନୁମତି ଓ ମଞ୍ଜୁରୀ ସଂଗ୍ରହ କଲା ପରେ କ୍ୱାରୀ ନିଲାମ କରିବା, କ୍ରଶର ଚାଲୁହେବା ପରେ ୩ ମାସିଆ ଅଗ୍ରିମ ରୟାଲ୍ଟି ଜମା ପାଇଁ ବ୍ୟବସ୍ଥା,ଏଗ୍ରିମେଣ୍ଟ ପାଇଁ ଆବଶ୍ୟକ ଫି ଓ ଷ୍ଟାମ୍ପ ଡ୍ୟୁଟି ଛାଡ କରିବା, ସ୍ଥାନୀୟ ବେରୋଜଗାର ଲୋକଙ୍କୁ ଅଗ୍ରାଧିକାର ଦେବା ସହ ରାଜ୍ୟ ବାହାର ବ୍ୟକ୍ତିଙ୍କୁ କ୍ୱାରୀ ଲିଜ ନ ଦେବା ପାଇଁ ବିଧିବଦ୍ଧ ନିଷ୍ପତ୍ତି ନେବା ଭଳି ୬ ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପାଣିଗ୍ରାହୀ ପ୍ରଦାନ କରିଥିଲେ। ବିଭାଗୀୟ ଉଚ୍ଚ ଅଧିକାରୀ ଅନୁଧ୍ୟାନ କରିବା ପରେ ସରକାର ଉଚିତ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ପ୍ରକାଶ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri