Posted inଫୁରସତ

ଏହି ପରିବାରର ସମସ୍ତେ ନୋବେଲ ବିଜେତା

ଦୁନିଆର ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ମଧ୍ୟରୁ ଗୋଟିଏ ହେଉଛି ନୋବେଲ ପୁରସ୍କାର। ପ୍ରତିବର୍ଷ ଆଲଫ୍ରେଡ୍‌ ନୋବେଲଙ୍କ ପୂଣ୍ୟତିଥି ଅର୍ଥାତ ଡିସେମ୍ବର ୧୦ରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ଏଭଳି ଏକ ପରିବାର ରହିଛି, ଯିଏ ସବୁଠୁ ଅଧିକ ଥର ନୋବେଲ ବିଜେତା ହୋଇଛନ୍ତି। ଏହି ପରିବାରର ମା-ବାପା, ଝିଅ-ଜ୍ୱାଇଁ ସମସ୍ତେ ନୋବେଲ ଜିତିଛନ୍ତି। ଆମେ କହୁଛୁ ମେରି କ୍ୟୁରିଙ୍କ ପରିବାର ବିଷୟରେ, ଯିଏ ମାଡାମ କ୍ୟୁରି ନାମରେ ଜଣାଶୁଣା।

ମାଡାମ କ୍ୟୁରି ଏବଂ ତାଙ୍କ ସ୍ବାମୀ ପିଆର୍‌ କ୍ୟୁରିଙ୍କୁ ୧୯୦୩ରେ ପଦାର୍ଥ ବିଜ୍ଞାନ ଲାଗି ନୋବେଲ ପୁରସ୍କାର ଦିଆଯାଇଥିଲା। ଏହାପରେ ୧୯୧୧ରେ ମଧ୍ୟ ମାଡାମ କ୍ୟୁରିଙ୍କୁ ରସାୟନ ବିଜ୍ଞାନ ଲାଗି ନୋବେଲ ପୁରସ୍କାର ଦିଆଯାଇଥିଲା।

ମାଡାମ କ୍ୟୁାରିଙ୍କ ଝିଅ ଜୋଲିଏଟ କ୍ୟୁରି ଏବଂ ସ୍ବାମୀ ଫ୍ରେଡରିକ ଜୋଲିଏଟଙ୍କୁ ୧୯୩୫ରେ ନୋବେଲ ପୁରସ୍କାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri