Posted inଫୁରସତ

କ୍ୟାମେରା ପରି ଘର କରିଛନ୍ତି ଫଟୋଗ୍ରାଫର: ପିଲାମାନଙ୍କ ନାଁ ବି ସେମିତି ନିଆରା

ପ୍ରତ୍ୟେକ ବ୍ୟକ୍ତିଙ୍କର କୌଣସି ନା କୌଣସି ଜିନିଷ ପ୍ରତି ସଉକ ରହିଥାଏ। କାହାର ନୃତ୍ୟ ପ୍ରତି ତ ଆଉ କାହାର ସଂଗୀତ ପ୍ରତି। ଆଉ ସେଇ ସଉକ ପାଇଁ ଜଣେ ଜଣେ ପାଗଳ ପ୍ରାୟ ହୋଇପଡ଼ନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ କର୍ନାଟକର ବେଲଗାମରେ ରହୁଥିବା ରବି ହେଙ୍ଗଲ। ପେସାରେ ସେ ଜଣେ ଫଟୋଗ୍ରାଫର। ପ୍ରଟୋଗ୍ରାଫି ପ୍ରତି ପିଲାଟି ଦିନରୁ ରବିଙ୍କର ସଉକ ରହିଥିଲା। ଯେମିତି ସେ ବଡ଼ ହେଲେ ଏଥିପ୍ରତି ତାଙ୍କର ଦୁର୍ବଳତା ବଢ଼ିବାକୁ ଲାଗିଲା। ପ୍ରଟୋଗ୍ରାଫି ପ୍ରତି ତାଙ୍କର ଏତେମାତ୍ରାରେ ଦୁର୍ବଳତା ରହିଛି ଯେ, ସେ ନିଜ ଘରକୁ କ୍ୟାମେରା ଡିଜାଇନର ତିଆରି କରିଛନ୍ତି। ଦୂରରୁ ଏହି ଘରକୁ ଦେଖିଲେ ମନେହୁଏ ସତେଯେପରି ଗୋଟିଏ ବଡ଼ କ୍ୟାମେରା ରଖାଯାଇଛି। ଏମିତିକି ସେ ଘରର ନାମ ରଖିଛନ୍ତି ‘କ୍ଲିକ୍‌’। ଖାଲି ସେତିକି ନୁହେଁ ରବିଙ୍କ ୩ ପିଲାଙ୍କ ନାମ ଇପ୍‌ସୋନ, କାନୋନ ଏବଂ ନିକୋନ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କୁଳ ସାମୁଦ୍ରିକ ଜୀବ

ସମୁଦ୍ର ପ୍ରଦୂଷଣ ପାଇଁ ୩୩ପ୍ରତିଶତ ବାୟୁ ପ୍ରଦୂଷଣ ଓ ୪୪ପ୍ରତିଶତ ଜଳ ପ୍ରଦୂଷଣ ଦାୟୀ । ଉପକୂଳବର୍ତ୍ତୀ ସ୍ଥାନରୁ ବିଷାକ୍ତ ପଦାର୍ଥ ସମୁଦ୍ରରେ ମିଶେ। ନଦୀ,...

ଗରିବର ଶୋଷ ମେଣ୍ଟାଉଛନ୍ତି ମଟ୍‌କା ମ୍ୟାନ

ଦିିଲ୍ଲୀର ୬୯ ବର୍ଷୀୟ ଅଲଗ୍‌ ନଟରାଜନ୍‌ ଓରଫ୍‌ ମଟ୍‌କା ମ୍ୟାନ୍‌ ଗରିବଙ୍କ ଶୋଷ ମେଣ୍ଟାଇବାର ନେଇଛନ୍ତି ଗୁରୁ ଦାୟିତ୍ୱ। ଅସହ୍ୟ ଗରମରେ ଦିଲ୍ଲୀ ସହରବାସୀ ପାଣି...

ବ୍ୟକ୍ତିତ୍ୱ: ଲେଖିକା ନାଓମି କ୍ଲେନ୍‌

ନାଓମି କ୍ଲେନ୍‌। ଏକାଧାରରେ ସେ ଜଣେ ଲେଖିକା, ସମାଜସେବୀ, ଚଳଚ୍ଚିତ୍ର ପ୍ରଯୋଜିକା। ଏତଦ୍‌ବ୍ୟତୀତ, ସାମ୍ବାଦିକତା ତଥା ସମୀକ୍ଷା ଜଗତରେ ମଧ୍ୟ ତାଙ୍କର ରହିଛି ଅମ୍ଳାନ ସ୍ବାକ୍ଷର।...

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ...

୨୯ବର୍ଷ ପରେ ଏହି ଦେଶରେ ଦେଖିବାକୁ ମିଳିଲା ବିରଳ ଧଳା ହ୍ବେଲ

କାନବେରା,୧୯।୬: ଦକ୍ଷିଣ ଅଷ୍ଟ୍ରେଲିଆର ଏକ ସମୁଦ୍ରରେ ୨୯ବର୍ଷ ପରେ ଏକ ବିରଳ ଧଳା ହମ୍ପବେକ ହ୍ବେଲ ଦେଖିବାକୁ ମିଳିଛି। ଏହା ପୂର୍ବରୁ ୧୯୯୧ରେ ଏହି ହ୍ବେଲକୁ...

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ...

ଭଗବାନଙ୍କୁ ଚିଠି ଲେଖି ମନ୍ଦିର ଦାନବାକ୍ସରୁ ଟଙ୍କା ନେଇଗଲେ ଚୋର, ପଢ଼ନ୍ତୁ ଚିଠିରେ କ’ଣ ଲେଖାଥିଲା

ଜଣେ ଚୋର ଅଭିନବ ଉପାୟରେ ଚୋରି କରିଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଚୋର ଜଣକ ମାନବିକତା ସହକାରେ ଚୋରି କରିଛନ୍ତି। ତାହା ପୁଣି କୌଣସି...

ବିବାହରେ ଅତିଥିଙ୍କର ହେଲା ଡାଇବେଟିସ୍‌ ଯାଞ୍ଚ୍‌

ରାଜକୋଟ୍‌, ୧୭।୨: ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିଙ୍କର ସ୍ବାସ୍ଥ୍ୟ ଯାଞ୍ଚ୍‌ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଗୁଜରାଟ ରାଜକୋଟରେ ଏଭଳି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *