ଶନିବାର ଭାଜପା ବିଧାୟକ ଦଳ ବୈଠକ ସମ୍ଭାବନା, ମୁଖ୍ୟମନ୍ତ୍ରୀ ନାଁରେ ଲାଗିପାରେ ମୋହର

ଭୁବନେଶ୍ୱର,୭।୬: ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି ତାହା ଏପର୍ଯ୍ୟନ୍ତ ନିର୍ଣ୍ଣୟ କରିପାରି ନାହିଁ। ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଶନିବାର ଭୁବନେଶ୍ୱରରେ ନବନିର୍ବାଚିତ ୭୮ ବିଧାୟକଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି।

ଏହି ବୈଠକରେ କିଏ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ତାହା ଉପରେ ନିଷ୍ପତି ନିଆଯାଇପାରେ ବୋଲି କୁହାଯାଉଛି। ତେବେ ବୈଠକ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନ ମିଳିପାରି ନାହିଁ। ବର୍ତମାନ ସମସ୍ତଙ୍କର ନଜର ଭାଜପାର ସଂସଦୀୟ ଦଳ ବୈଠକ ଉପରେ ରହିଛି। ଯାହା ଶୁକ୍ରବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇପାରେ।

ସଂସଦୀୟ ଦଳ ବୈଠକ ନିଷ୍ପତି ଅନୁସାରେ ବିଧାୟକ ଦଳର ବୈଠକ ସମୟସୀମା ଧାର୍ଯ୍ୟ ହୋଇପାରେ କରାଯାଇପାରେ। ଯେଉଁଠି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ନାମରେ ମୋହର ଲାଗିବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri