Odisha Elections 2024
Posted inଜାତୀୟ

ଖାର୍ଗେଙ୍କ ବାସଭବନରେ ବିରୋଧୀ ଦଳର ବୈଠକ, ସଂସଦର ସ୍ବତନ୍ତ୍ର ଅଧିବେଶନ ସମେତ ଏହି ପ୍ରସଙ୍ଗ ଉପରେ ହେଲା ଚର୍ଚ୍ଚା

ନୂଆଦିଲ୍ଲୀ, ୬।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସମ୍ପର୍କରେ ବିରୋଧୀଦଳ ନେତାମାନେ ପୁଣି ଥରେ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସଂସଦର ସ୍ବତନ୍ତ୍ର ଅଧିବେଶନର ଏଜେଣ୍ଡାରେ ସ୍ବଚ୍ଛତା ବଜାୟ ରଖିବାକୁ ବିରୋଧୀଦଳ ନେତାମାନେ ଦାବି କରିଛନ୍ତି। ଦେଶକୁ ଅନ୍ଧକାରରେ ରଖିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଯଦି କଂଗ୍ରେସ ସୂତ୍ରକୁ ବିଶ୍ୱାସ କରାଯାଏ, ପୂର୍ବତନକଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ସ୍ବତନ୍ତ୍ର ଅଧିବେଶନରେ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିବେ। ସୂଚନାଯୋଗ୍ୟ ଯେ, ରାଜ୍ୟ ସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହୋଇସାରିଛି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ତାଙ୍କ ବାସଭବନରେ ବିରୋଧୀ ଦଳର ନେତାଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଥଲେ। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦର ସ୍ବତନ୍ତ୍ର ଅଧିବେଶନର ରଣନୀତି ଉପରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଆଦାନୀ ପ୍ରସଙ୍ଗ ମଧ୍ୟ ଉଲ୍ଲେଖ କରାଯାଇଛି। ଏହି ବୈଠକରେ ‘ଇଣ୍ଡିଆ’ର ଚତୁର୍ଥ ବୈଠକ ଭୋପାଳରେ ଆୟୋଜିତ କରିବା ଉପରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି।...

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri