ମହାଶିବରାତ୍ରୀ ନେଇ ସରିଲା ବୈଠକ: ଜାଣନ୍ତୁ କେତେଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୦।୨: ଆସୁଛି ଜାଗର। ଏନେଇ ସଜେଇ ହେଲାଣି ଶୈବପୀଠ। ତେବେ ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରି ପ୍ରସ୍ତୁତି ନେଇ ମଙ୍ଗଳବାର ସରିଛି ପ୍ରଥମ ବୈଠକ। ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ମନ୍ଦିର ପ୍ରଶାସନ ସହ ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ, ସମର୍ଥା , ପାଲିଙ୍କିଆ ନିଯୋଗ ଉପସ୍ଥିତ ଥିଲେ। ଏଥିରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ନିର୍ଦ୍ଦିଷ୍ଟ ସମୟରେ ପୂଜା ରୀତିନୀତି ସରିବ ଏବଂ ରାତି ୧୦ରୁ ସାଢ଼େ ୧୦ଟା ମଧ୍ୟରେ ମହାଦୀପ ଉଠିବ ।

ସୂଚନାଥାଉ କି, ଗତବର୍ଷ ନୀତିକାନ୍ତିରେ ଦୁଇ ଘଣ୍ଟା ବିଳମ୍ବ ଯୋଗୁ ମହାଦୀପ ଉଠିବାରେ ବିଳମ୍ବ ହୋଇଥିଲା । ରାତି ୧୦ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିଲେ ବି ରାତି ୧ଟାରେ ମହାଦୀପ ଉଠିଥିଲା। ତେଣୁ ଏଥର ଯେପରି ବିଳମ୍ବ ନହେବ ସେନେଇ ବୈଠକରେ ଆଲୋଚନା ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?