ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବୈଠକ, ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୭: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମୃତ୍ୟୁ ଘଟଣାରେ ସା ପରେ ବଡ଼ ନିଷ୍ପତ୍ତି ଆସିପାରେ। ଉଚ୍ଚସ୍ତରୀୟ ବୈଠକ ପରେ ରାଜସ୍ବ ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ନିଷ୍ପତ୍ତି ନିଆଯିବ। ଘଟଣା ପଛରେ ଯିଏ ବି ଥିବେ କାର୍ଯ୍ୟାନୁଷ୍ଠାନ ହେବ। କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ। ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ ବୋଲି ସୁରେଶ ପୂଜାରୀ କହିଛନ୍ତି।

ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ ସମେତ ରାଜସ ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। FM କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri