Posted inଜାତୀୟ

ରାହୁଲଙ୍କ ଘରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ବୈଠକ

ନୂଆଦିଲ୍ଲୀ,୨୪ ।୯: ପଞ୍ଜାବ ରାଜନୀତିରେ ଲାଗି ରହିଛି ଟାଣା ଭିଡା । ଗୁରୁବାର ରାତିରେ ପଞ୍ଜାବର କଂଗ୍ରେସ ନେତା, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି । ବୈଠକରେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ବି ଉପସ୍ଥିତ ଥିଲେ । ପାଖାପାଖି ୪ ଘଣ୍ଟା ଧରି ଏହି ବୈଠକ ଚାଲିଥିଲା । ଏଥିରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ହରିଶ ରାୱତ ଓ ଅଜୟ ମକାନ ବି ଉପସ୍ଥିତ ଥିଲେ । ରାତି ପ୍ରାୟ ୧୦ଟାରୁ ଆରମ୍ଭ ହୋଇଥିବା ଏହି ବୈଠକ ରାତି ୨ଟା ଶେଷ ହେଲା । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଞ୍ଜାବ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଥିବା ନାମ ଗୁଡିକ ମଧ୍ୟ ଏହି ବୈଠକରେ ସ୍ଥିର ହୋଇ ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri