ମେଗା ରକ୍ତଦାନ ଶିବିର: ରେକର୍ଡ ସଂଖ୍ୟକ ରକ୍ତ ସଂଗ୍ରହ

ଗଞ୍ଜାମ,୨।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ କନଫରେନ୍ସ ହଲରେ ଉପଲକ୍ଷେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଯୁବ ଗୋଷ୍ଠୀ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରକୁ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଏବଂ ଗ୍ରାସୀମ କମ୍ପାନୀ ଏଚ ଆର ମୁଖ୍ୟ ତଥା ମାନବ ସମ୍ବଳ ଅଧିକାରୀ ନୀରଜ ପଟ୍ଟନାୟକ ପ୍ରମୁଖ ମିଳିତ ଭାବେ ଶୁଭାରମ୍ଭ କରିଥିଲେ।
ଦୀପକ ଫଟିଲାଇଇଜର ବରିଷ୍ଠ ଅଧିକାରୀ ରବୀନ୍ଦ୍ର କୁମାର ମହାନ୍ତି, ସମାଜସେୀ ତଥା ଆଇନଜୀବି ବିଭୁତି ସ୍ବାଇଁ,ବିଜେଡି ଜିଲା ଛାତ୍ର ଉପସଭାପତି ଲିଙ୍ଗରାଜ ମହାପାତ୍ର, ଗଞ୍ଜାମ ଏନଏସି ଛାତ୍ର ବିଜେଡି ସଭାପତି ରାକେଶ ରଞ୍ଜନ ଦାସ,ପୂର୍ବତନ କାଉନସିଲର ଦୁର୍ଗା ମାଧବ ପାଣିଗ୍ରାହୀ,ଗ୍ରାସୀମ ଶ୍ରମିକ ସଂଗଠନ ନେତା ଅନୁପ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ।
ଯୁବ ଗୋଷ୍ଠୀ ତଥା ମିଟୁ ପ୍ରଧାନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଏହି ରକ୍ତଦାନ ପ୍ରଥମ ଥର ହୋଇଥିଲେ ମଧ୍ୟ ରେକର୍ଡ ସଂଖ୍ୟକ ୨୪୩ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ଏହାକୁ ମିଟୁ ପ୍ରଧାନ, ଶିବାନନ୍ଦ ପଲାଇ, ନଳିନୀକାନ୍ତ ଦାସ, କାହ୍ନୁ, ଅମନ, କାଳିଆଙ୍କ ସମେତ ଅନ୍ୟମାନେ ସହଯୋଗ ପରିଚାଳନା କରିଥିଲେ l ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାର କର୍ମକର୍ତ୍ତା ଶିବିରରେ ଉପସ୍ଥିତ ଥିଲେ l ଯୁବ ସ୍ବେଚ୍ଛାସେବୀ ମିଟୁ ପ୍ରଧାନଙ୍କ ଏହିଭଳି ମହତ୍ୱ କାର୍ଯ୍ୟ ନିମନ୍ତେ ସହରର ବୁଦ୍ଧିଜୀବୀ ଭୂୟସୀ ପ୍ରଶଂସା କରିଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri