ମେଗା ରକ୍ତଦାନ ଶିବିର: ରେକର୍ଡ ସଂଖ୍ୟକ ରକ୍ତ ସଂଗ୍ରହ

ଗଞ୍ଜାମ,୨।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ କନଫରେନ୍ସ ହଲରେ ଉପଲକ୍ଷେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଯୁବ ଗୋଷ୍ଠୀ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରକୁ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଏବଂ ଗ୍ରାସୀମ କମ୍ପାନୀ ଏଚ ଆର ମୁଖ୍ୟ ତଥା ମାନବ ସମ୍ବଳ ଅଧିକାରୀ ନୀରଜ ପଟ୍ଟନାୟକ ପ୍ରମୁଖ ମିଳିତ ଭାବେ ଶୁଭାରମ୍ଭ କରିଥିଲେ।
ଦୀପକ ଫଟିଲାଇଇଜର ବରିଷ୍ଠ ଅଧିକାରୀ ରବୀନ୍ଦ୍ର କୁମାର ମହାନ୍ତି, ସମାଜସେୀ ତଥା ଆଇନଜୀବି ବିଭୁତି ସ୍ବାଇଁ,ବିଜେଡି ଜିଲା ଛାତ୍ର ଉପସଭାପତି ଲିଙ୍ଗରାଜ ମହାପାତ୍ର, ଗଞ୍ଜାମ ଏନଏସି ଛାତ୍ର ବିଜେଡି ସଭାପତି ରାକେଶ ରଞ୍ଜନ ଦାସ,ପୂର୍ବତନ କାଉନସିଲର ଦୁର୍ଗା ମାଧବ ପାଣିଗ୍ରାହୀ,ଗ୍ରାସୀମ ଶ୍ରମିକ ସଂଗଠନ ନେତା ଅନୁପ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ।
ଯୁବ ଗୋଷ୍ଠୀ ତଥା ମିଟୁ ପ୍ରଧାନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଏହି ରକ୍ତଦାନ ପ୍ରଥମ ଥର ହୋଇଥିଲେ ମଧ୍ୟ ରେକର୍ଡ ସଂଖ୍ୟକ ୨୪୩ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ଏହାକୁ ମିଟୁ ପ୍ରଧାନ, ଶିବାନନ୍ଦ ପଲାଇ, ନଳିନୀକାନ୍ତ ଦାସ, କାହ୍ନୁ, ଅମନ, କାଳିଆଙ୍କ ସମେତ ଅନ୍ୟମାନେ ସହଯୋଗ ପରିଚାଳନା କରିଥିଲେ l ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାର କର୍ମକର୍ତ୍ତା ଶିବିରରେ ଉପସ୍ଥିତ ଥିଲେ l ଯୁବ ସ୍ବେଚ୍ଛାସେବୀ ମିଟୁ ପ୍ରଧାନଙ୍କ ଏହିଭଳି ମହତ୍ୱ କାର୍ଯ୍ୟ ନିମନ୍ତେ ସହରର ବୁଦ୍ଧିଜୀବୀ ଭୂୟସୀ ପ୍ରଶଂସା କରିଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri