କୁଜିବରଠାରେ ବିଏମ୍‌ଏସ୍‌ର ମେଗା ହାଉସିଂ ପ୍ରକଳ୍ପ

ଭୁବନେଶ୍ୱର,୬।୨: ରାଜ୍ୟ ପ୍ରମୁଖ ଘରୋଇ ସଂସ୍ଥା ବିଏମ୍‌ଏସ୍‌ ଜଏଣ୍ଟ ଭେଞ୍ଚର୍ସର ମେଗା ହାଉସିଂ ପ୍ରକଳ୍ପ କଟକର ଚୌଦ୍ୱାରସ୍ଥିତ କୁଜିବରଠାରେ ଉଦ୍‌ଘାଟିତ ହୋଇଯାଇଛି ା ଏହି ଅବସରରେ ବିଶିଷ୍ଟ ସାମାଜିକ କର୍ମୀ ନିରଞ୍ଜନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଏମ୍‌ଏସ୍‌ ଜଏଣ୍ଟ ଭେଞ୍ଚର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରଜବନ୍ଧୁ ଶତପଥୀ, ପ୍ରସନ୍ନ କୁମାର ପରିଡା ଏବଂ ନିରାକାର ବେହେରାଙ୍କ ସମେତ ଏସ୍‌.କେ ମହାନ୍ତି, ପି. ସାହୁ ଓ ଆର୍‌. ମଲ୍ଲିକ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଉଦଘାଟନୀ ଅଫର ସହ ଜାଗାର କ୍ରୟ ମୂଲ୍ୟ ଉପରେ ବିଶେଷ ରିହାତି ଓ ଅଫର ମଧ୍ୟ ଉପଲବ୍ଧ ରହିଛି ବୋଲି ବିଏମ୍‌ଏସ୍‌ ଜଏଣ୍ଟ ଭେଞ୍ଚର୍ସର ପରିଚାଳନା ନିର୍ଦ୍ଦେଶକମାନେ ବିସ୍ତୃତ ସୂଚନା ଦେଇଥିଲେ।
ଅପରପକ୍ଷରେ ଉକ୍ତ ପ୍ରକଳ୍ପ ସମସ୍ତଙ୍କ ସ୍ବପ୍ନ ଓ ଆକାଂକ୍ଷାକୁ ବାସ୍ତବତାର ରୂପ ଦେଇପାରିବ ବୋଲି ଆଶା କରାଯାଉଥିବାବେଳେ ଆଶାୟୀ ଗ୍ରାହକମାନେ ତୁରନ୍ତ ଉକ୍ତ ପ୍ରକଳ୍ପ ପରିଦର୍ଶନ କରି ତା’ର ଲାଭ ଉଠାଇବାକୁ ସଂସ୍ଥା ପକ୍ଷରୁ କୁହାଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମକୁ ବିକ୍ରମ କୁମାର, ସଞ୍ଜୟ କୁମାର ପରିଚାଳନା କରିଥିବାବେଳେ ଏସ୍‌. ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri