ମୁଣ୍ଡରେ ଏହି ତେଲ ଲଗାନ୍ତି ମେଗାଷ୍ଟାାର ଅମିତାଭ ବଚ୍ଚନ

ବଲିଉଡ ସୁପରଷ୍ଟାର ନବ୍ୟା ନଭେଲି ନନ୍ଦା ତାଙ୍କ ପୋଡକାଷ୍ଟର ‘ହ୍ବାଟ୍ସ ଦ ହେଲ୍‌ ନବ୍ୟା ସିଜିନ ୨’ର ଏକ ନୂଆ ଏପିସୋଡ ସହିତ ଫେରିଛନ୍ତି। ଏହି ପୋଡକାଷ୍ଟରେ ସେ ତାଙ୍କ ଆଇ ଜୟା ବଚ୍ଚନ ଏବଂ ମା’ ଶ୍ୱେତା ବଚ୍ଚନଙ୍କ ସହ ସୌନ୍ଦର୍ଯ୍ୟ ଟିପ୍ସ ବିଷୟରେ ଆଲୋଚନା କରିଥିଲେ। ତାଙ୍କ ବାର୍ତ୍ତାଳାପ ସମୟରେ ଶ୍ୱେତା ତାଙ୍କ ପିତା ତଥା ହିନ୍ଦୀ ସିନେମା ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବିଷୟରେ ଏକ ମଜାଦାର କଥା ପ୍ରକାଶ କରିଥିଲେ।
ଅମିତାଭ ବଚ୍ଚନ ପରିବାରରେ ମହିଳାଙ୍କ ଛୋଟ କେଶ ପସନ୍ଦ କରନ୍ତି ନାହିଁ। ପିଲାଦିନେ ମୁଁ ନିଜ କେଶକୁ ଛୋଟ କରିଦେଲେ ପିତା ରାଗୁଥିଲେ। ସେ ଲମ୍ବା କେଶକୁ ପସନ୍ଦ କରନ୍ତି, ଯେତେବେଳେ ଆମ ମଧ୍ୟରୁ କେହି ତାଙ୍କ କେଶ କାଟନ୍ତି ସେତେବେଳେ ସେ ଏହାକୁ ପସନ୍ଦ କରନ୍ତି ନାହିଁ ବୋଲି କୁହନ୍ତି ଶ୍ୱେତା
ପୋଡକାଷ୍ଟ ସମୟରେ ନବ୍ୟା ନଭେଲି ମଧ୍ୟ ଅମିତାଭ ବଚ୍ଚନ କ’ଣ ବ୍ୟବହାର କରିବାକୁ ପସନ୍ଦ କରନ୍ତି ବୋଲି ପଚାରିଥିଲେ। ଏହା ଉପରେ ଜୟା ବଚ୍ଚନ ଉତ୍ତର ଦେଇଥିଲେ ଯେ ସୋରିଷ ତେଲ। ଅମିତାଭ ବଚ୍ଚନ ସୋରିଷ ତେଲ ବ୍ୟବହାର କରିବାକୁ ପସନ୍ଦ କରନ୍ତି କାରଣ ଏହା ଶରୀର ପାଇଁ ଏକ ମଶ୍ଚରାଇଜର ଅଟେ। ୟୁପିରେ ଏହା ତାଙ୍କର ଏକ ବିଶେଷ ଅଭ୍ୟାସ ଜୟା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri