Posted inଜାତୀୟ

ସର୍ବାଧିକ ଇଲୋକ୍ଟରଲ ବଣ୍ଡ କିଣିଥିବା ଏହି କମ୍ପାନୀକୁ ମିଳିଥିଲା ୧୪ହଜାର କୋଟି ଟଙ୍କାର ଟେଣ୍ଡର

ନୂଆଦିଲ୍ଲୀ,୧୫।୩: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ନିର୍ବାଚନ ଆୟୋଗ ଶୁକ୍ରବାର ଇଲୋକ୍ଟରଲ ବଣ୍ଡର ବିବରଣୀ ନିଜ ଓ୍ବେବସାଇଟ୍‌ରେ ଅପଲୋଡ କରିଛନ୍ତି। ସବୁଠାରୁ ଅଧିକ ନିର୍ବାଚନୀ ବଣ୍ଡ କିଣିଥିବା କମ୍ପାନୀର ଲିଷ୍ଟରେ ଦ୍ୱିତୀୟ ନମ୍ବରରେ ରହିଛି ମେଘା ଇଞ୍ଜିନିୟରିଂ ଆଣ୍ଡ ଇନଫ୍ରାଷ୍ଟ୍ରକଚର ଲିମିଟେଡ କମ୍ପାନୀ। ଯେଉଁଥିରେ ପ୍ରଥମ ନମ୍ବରରେ ଫ୍ୟୁଚର ଗେମିଂ ଆଣ୍ଡ ହୋଟେଲ ସର୍ଭିସ ରହିଛି। କହିରଖିଛୁ କି, ଏହି ଗେମିଂ କମ୍ପାନୀ ଉପରେ ଇଡି ଚଢାଉ କରିସାରିଛି। ତେବେ ମେଘା ଇଞ୍ଜିନିୟରିଂ ଆଣ୍ଡ ଇନଫ୍ରାଷ୍ଟ୍ରକଚର ଲିମିଟେଡ କମ୍ପାନୀ ୮୨୧ ନିର୍ବାଚନୀ ବଣ୍ଡ କିଣିଛି। ସୂଚନାନୁସାରେ ୨୦୨୩ ଏପ୍ରିଲରେ କମ୍ପାନୀ ୧୪୦କୋଟି ଟଙ୍କାର ବଣ୍ଡ କିଣିଥିଲା। ଯାହାର ଠିକ୍‌ ଗୋଟେ ମାସ ପରେ ଏହି କମ୍ପାନୀକୁ ମହାରାଷ୍ଟ୍ରରେ ୧୪,୪୦୦ କୋଟି ଟଙ୍କାର ପ୍ରୋଜେକ୍ଟ ମିଳିଥିଲା।

ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ନିର୍ବାଚନୀ ବଣ୍ଡ କିଣିବାର ମାସକ ପରେ କମ୍ପାନୀକୁ ଥାନେ-ବୋରବଲି ଟ୍ବିନ ଟନେଲ ପ୍ରୋଜେକ୍ଟର ଟେଣ୍ଡର ମିଳିଥିଲା। MEIL ର କାର୍ଯ୍ୟାଳୟ ହାଇଦ୍ରାବାଦରେ ରହିଛି। ଏହି କମ୍ପାନୀ ୧୯୮୯ରେ ପୋପୋ ରେଡ୍ଡୀ ସ୍ଥାପନ କରିଥିଲେ। ଦେଶର ସବୁଠାରୁ ଧନୀ କମ୍ପାନୀ ଲିଷ୍ଟରେ ଏହି କମ୍ପାନୀ ରହିଛି।
ମହାରାଷ୍ଟ ସରକାର ମୁମ୍ବାଇ ମେଟ୍ରୋପଲିଟନ ରିଜିନାଲ ଡେଭଲପମେଣ୍ଟ ଅଥୋରଟି ଏହି ପ୍ରୋଜେକ୍ଟ ପାଇଁ ଟେଣ୍ଡର ବାହାର କରିଥିଲା। ଏହି ପ୍ରୋଜ୍ଟେରେ ସଞ୍ଜୟ ଗାନ୍ଧୀ ନ୍ୟାଶନାଲ ପାର୍ଟ ଅନ୍ତର୍ଗତ ରୋଡ ଟନେଲ ତିଆରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri