Posted inଜାତୀୟ

ଦିନ ୧ଟା ସୁଦ୍ଧା ମେଘାଳୟରେ ୪୪.୭ ପ୍ରତିଶତ, ନାଗାଲାଣ୍ଡରେ ୬୦ ପ୍ରତିଶତ ଭୋଟିଂ, ମୁଖ୍ୟମନ୍ତ୍ରୀ କହିଲେ ପୂର୍ବରୁ ଏମିତି ମତଦାନ ଦେଖି ନ ଥିଲି

ନୂଆଦିଲ୍ଲୀ,୨୭ ।୨: ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିବ । ତେବେ ମିଳିଥିବା ସୂଚନା ଅନୁଯାୟୀ, ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ଅନୁଯାୟୀ, ଦିନ ୧ଟା ସୁଦ୍ଧା ନାଗାଲାଣ୍ଡରେ ୬୦.୩ ପ୍ରତିଶତ ମତଦାନ ହୋଇଥିବା ବେଳେ ମେଘାଳୟରେ ୪୪.୭୩ ପ୍ରତିଶତ ମତଦାନ ହୋଇଛି ।
ମେଘାଳୟ ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଭୋଟ ଗ୍ରହଣକୁ ନେଇ ଖୁସି ହୋଇଛନ୍ତି । ଲୋକେ ବହୁସଂଖ୍ୟାରେ ମତଦାନ ପାଇଁ ବାହାରକୁ ଆସୁଛନ୍ତି । ଏହା ଲୋକତନ୍ତ୍ର ପାଇଁ ଭଲ । ମୁଁ ଅତିତରେ ଏମିତି ମତଦାନ କେବେ ଦେଖି ନ ଥିବା କହିଛନ୍ତି କୋନରାଡ । ମୋତେ ବିଶ୍ୱାସ ଯେ ଏହା ଆମ ସପକ୍ଷରେ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri