Posted inଜାତୀୟ

୨୭ ବର୍ଷର ରେକର୍ଡ ଭାଙ୍ଗିଲା ଚେରାପୁଞ୍ଜି

ସୋହରା,୧୮ ।୬: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗି ରହିଥିବା ବର୍ଷା ଫଳରେ ସାଧାରଣ ଜନଜୀବନ ବେଶ ପ୍ରଭାବିତ ହୋଇଛି । ଇତିମଧ୍ୟରେ ମେଘାଳୟ ଚେରାପୁଞ୍ଜିର ସୋହରା ଅଞ୍ଚଳରେ ଶୁକ୍ରବାର ସବୁଠାରୁ ଅଧିକ ବର୍ଷା ହୋଇ ୨୭ ବର୍ଷର ରେକର୍ଡ ଭାଙ୍ଗିଛି । ସୋହରାରେ ଗତ ୨୪ ଘଣ୍ଟା ମଧ୍ୟରେ ୯୭୨.୦ ମିଲିମିଟିର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ସୋହରାରେ ଗୁରୁବାର ସକାଳ ୮ଟା ୩୦ରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ସକାଳ ୮ଟା ପର୍ଯ୍ୟନ୍ତ ଲାଗି ରହିଥିଲା । ଫଳରେ ୯୭୨.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା । କୁହାଯାଉଛି କି ତୃତୀୟ ଥର ଲାଗି ମେଘାଳୟର ସୋହରାରେ ରେକର୍ଡ ପରିମାଣର ବର୍ଷା ହୋଇଛି । ଏହା ପୂର୍ବରୁ ଜୁନ୍ ୧୯୯୫ରେ ଏଠାରେ ୧୫୬୩.୩ ମିଲିମିଟର ବର୍ଷା ହୋଇଥିବା ବେଳେ ୧୯୫୬ରେ ଏଠାରେ ୯୭୩.୮ ମିଲିମିଟର ବର୍ଷା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ହଜାର ତଳେ ସକ୍ରିୟ ମାମଲାରେ, ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୪ ।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ସୁଫରଫାଷ୍ଟ ଏକ୍ସପ୍ରେସ୍‌ର ବଗିରୁ ଇଞ୍ଜିନ୍‌ ହେଲା ଅଲଗା: ଯାତ୍ରୀ ଆତଙ୍କିତ

ଲକ୍ଷ୍ନୌ,୩।୪: ସପ୍ତକ୍ରାନ୍ତି ସୁଫରଫାଷ୍ଟ୍‌ ଏକ୍ସପ୍ରେସ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରପ୍ରଦେଶର ଆନନ୍ଦବିହାରରୁ ବିହାରର ମୁଜାଫରପୁର ଯାଉଥିବା ଏକ୍ସପ୍ରେସ୍‌ ଶୁକ୍ରବାର ୧୦ଟା ୪୫ରେ ଲକ୍ଷ୍ନୌ ଷ୍ଟେଶନରେ...

‘ମୋଦି’ ସରନେମ ମାମଲାରେ ରାହୁଲଙ୍କୁ ମିଳିପାରେ ଆଶ୍ୱସ୍ତି, ଆଜି ସୁରଟ କୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୦।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ମୋଦି’ ସରନେମକୁ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ଗୁରୁବାର ସୁରଟର ଏକ କୋର୍ଟ ରାୟ ଶୁଣାଇବେ। ସୂଚନାନୁସାରେ,କଂଗ୍ରେସ କର୍ମୀମାନେ...

ଚାଲାଣ କାଟି ୨ଟି ରାଜ୍ୟରେ ଆଦାୟ ହେଲାଣି ପ୍ରାୟ ଦେଢ କୋଟି ଟଙ୍କା

ନୂଆଦିଲ୍ଲୀ,୮।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଏପର୍ଯ୍ୟନ୍ତ ଟ୍ରାଫିକ୍‌ ପୋଲିସ କେବଳ ୨ଟି ରାଜ୍ୟରୁ ପାଖାପାଖି ଦେଢ କୋଟି ଟଙ୍କା ଆଦାୟ...

ଆସାମ ବନ୍ୟାରେ ୩ ମୃତ

ଗୁଆହାଟୀ, ୨୫।୬: ଆସାମରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଜଳ କମୁନାହିଁ। ୧୫ ଜିଲାର ୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଏବେ...

ସକ୍ରିୟ ମାମଲା ୧୭ ହଜାର ତଳେ…

ନୂଆଦିଲ୍ଲୀ, ୩।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ...

ପାର୍ଟି ମୁଖ୍ୟଙ୍କ ଇସ୍ତଫା ଘୋଷଣା ପରେ ଏନ୍‌ସିପି କାର୍ଯ୍ୟକର୍ତ୍ତାଙ୍କ ବିରୋଧ ପ୍ରଦର୍ଶନ

ମୁମ୍ବାଇ,୨।୫: ବରିଷ୍ଠ ରାଜନେତା ତଥା ଏନ୍‌ସିପି ମୁଖ୍ୟ ଶରଦ ପାୱାର ତାଙ୍କ ପଦରୁ ଇସ୍ତଫା ଦେବା ନେଇ ବୋଲି ଘୋଷଣା କରିବା ପରେ ମୁମ୍ବାଇର ଓ୍ବାଇବି...

Advertisement
Archives

Model This Week