ମେଘାନ ପୁଣି ଗର୍ଭବତୀ

ଲଣ୍ଡନ,୧୫।୨: ବ୍ରିଟିଶ୍‌ ରାଜବଂଶରେ ଏବେ ଖୁସିର ସମୟ ଆସିଛି। ପ୍ରିନ୍ସ୍‌ ହ୍ୟାରି ଆଉ ଜଣେ ସନ୍ତାନର ପିତା ପାଲଟିବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ମେଘାନ ମାର୍କେଲ ପୁଣିଥରେ ଗର୍ଭବତୀ ହୋଇଛନ୍ତି। ଏନେଇ ତାଙ୍କ ପ୍ରବକ୍ତା ସୂଚନା ଦେଇଛନ୍ତି। ହ୍ୟାରି ଏବଂ ମେଘାନଙ୍କ ପୁତ୍ର ଆର୍ଚି ବଡ଼ ଭାଇ ଭାଇ ହେବାକୁ ଯାଉଥିବା ପ୍ରବକ୍ତା କହିଛନ୍ତି।

ଏନେଇ ହ୍ୟାରି ଏବଂ ମେଘାନଙ୍କର ଗଛ ତଳେ ବସିଥିବା ଏକ କଳାଧଳା ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଫଟୋରେ ହ୍ୟାରିଙ୍କ ଜଙ୍ଘରେ ମେଘାନ ମୁଣ୍ଡ ରଖି ଶୋଇଥିବାର ଦେଖିବାକୁ ମିଳୁଛି। ଫଟୋରେ ମେଘାନ ଗଭର୍ବତୀ ଥିବା ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଙ୍କଟରେ ଆତଙ୍କବାଦୀଙ୍କ ବ୍ଲୁ-ପ୍ରିଣ୍ଟ୍‌: ଚାକିରି ହରାଇଥିବା ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରିବାକୁ ଯୋଜନା କରୁଛନ୍ତି ଜୈଶ୍‌-ଲଶ୍କର-ହିଜବୁଲ୍‌ ମୁଜାହିଦ୍ଦିନ୍‌

ବ୍ରସେଲ୍ସ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ବହୁ ଯୁବବର୍ଗ ଚାକିରି ହରାଇ ବେକାର ରହିଛନ୍ତି। ଏପରିସ୍ଥଳେ ଜୈଶ୍‌,...

ହାଫିଜ୍‌ ସଇଦ୍‌ଙ୍କୁ ଗିରଫ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୭।୭: ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ତଥା ବିଶ୍ୱଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନ ଗିରଫ କରିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଆତଙ୍କବାଦୀ ନିରୋଧୀ ବିଭାଗର ଏକ...

ତାଲିବାନ ଶାସନରେ ଆଫଗାନିସ୍ତାନ ପହଞ୍ଚିଲେ ଭାରତୀୟ ଅଧିକାରୀ

କାବୁଲ, ୨।୬ : ତାଲିବାନ ଶାସନରେ ପ୍ରଥମ ଥର ପାଇଁ ଭାରତୀୟ ଅଧିକାରୀଙ୍କ ଏକ ଦଳ ଆଫଗାନିସ୍ତାନରେ ପହଞ୍ଚିଛି। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

କୁଳଭୂଷଣ ଯାଦବ ମାମଲା: ଆଇସିଜେ ରାୟ ଆଜି

ନୂଆଦିଲ୍ଲୀ/ହେଗ୍‌, ୧୭ା୭(ପି.ଟି.) :କୁଳଭୂଷଣ ଯାଦବ ମାମଲାର ଚୂଡାନ୍ତ ରାୟ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ)ରେ ବୁଧବାର ହେବାକୁ ଯାଉଛି। ମାମଲାର ରାୟ ଭାରତ ଓ ପାକିସ୍ତାନ ମଧ୍ୟରେ...

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ...

ନିର୍ମାଣ ହେବ ଭାସମାନ ସହର, ଜାତିସଂଘ ଯୋଗାଇବ ସହାୟତା…

ସିଓଲ,୨୦।୧୧: ପ୍ରାୟ ଦୁଇ ବର୍ଷ ପୂର୍ବେ ବିଲଡର୍ସ, ଇଞ୍ଜିନିୟର୍‌ ଏବଂ ସ୍ଥପତିମାନଙ୍କର ଏକ ଗୋଷ୍ଠୀ ମିଳିତ ଜାତିସଂଘରେ ଏକ ଉଚ୍ଚାଭିଳାଷୀ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ।...

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା...

ଫିଲିଫାଇନ୍ସ ବିୟୁଟି କୁଇନଙ୍କୁ ଗଣବଳାତ୍କାର ପରେ ହତ୍ୟା

ମାନିଲା,୧୫।୧: ଫିଲିଫାଇନର କାକାଟି ସହରରୁ ଆସିଛି ଏକ ହୃଦୟ ବିଦାରକ ଖବର। ଜଣେ ୨୩ ବର୍ଷୀୟା ବିୟୁଟି କୁଇନ କ୍ରିଷ୍ଟାଇନ ଆଞ୍ଜେଲିକା ଡାସେରାଙ୍କୁ ଗଣବଳାତ୍କାର ପରେ...

Advertisement
Archives

Model This Week