Posted inଜାତୀୟ

ଘରେ ନଜରବନ୍ଦୀ ହେଲେ ପିଡିପି ମୁଖ୍ୟ ମେହେବୁବା ମୁଫତି

ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହେବୁବା ମୁଫତିଙ୍‌କୁ ଶନିବାର ପୋଲିସ ଗିରଫ କରିଛି। ସେ ନିଜେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଠିକ ଆଜିର ଦିନରେ ୪ବର୍ଷ ପୂର୍ବେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦କୁ ହଟାଇ ଏହାକୁ ଏକ କେନ୍ଦ୍ର ଶାସିତ ଅଞ୍ଚଳ ଭାବରେ ଘୋଷଣା କରାଯାଇଥିଲା।
ଜାମ୍ମୁ କାଶ୍ମୀର ପୋଲିସର ନିର୍ଭରଯୋଗ୍ୟ ସୂତ୍ର ଅନୁଯାୟୀ, ଧାରା ୩୭୦ର ବର୍ଷ ପୂର୍ତ୍ତିରେ ପିଡିପି ନେତାମାନେ ସାରା ରାଜ୍ୟରେ ବିରୋଧ କରିବାକୁ ଯୋଜନା କରୁଥିବା ଜଣାପଡିବା ପରେ ଏହି ପଦକ୍ଷେପ ନିଆଯାଇଛି। ଏଥିସହ ମୁଫତିଙ୍କୁ ଗୃହବନ୍ଦୀ ରଖାଯିବା ସମ୍ପର୍କରେ ସୂଚନା ପୂର୍ବତନ ମୁଖ୍ୟମନ୍ତ୍ରୀ ନିଜେ ଟୁଇଟ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗାମୀ ଟ୍ରେନ ଦୁର୍ଘଟଣା; ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି

ମାଡ୍ରିଡ,୨୮।୧୦: ସ୍ପେନର କେନ୍ଦ୍ରୀୟ ଅଞ୍ଚଳ ଟୋଲେଡୋରେ ଦୁଇଟି ଦ୍ରୁତଗାମୀ ଟ୍ରେନ ମଧ୍ୟରେ ଏକ ଭୟଙ୍କର ଧକ୍କା ହୋଇଛି। ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ପ୍ରାୟ ୪୬ ଜଣଙ୍କର…

କେଉଁ ଧନ ପାଖରେ ସ୍ଥାୟୀ ହୋଇ ରହେ, ଆଉ କେଉଁ ଧନ ରହେ ନାହିଁ, ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ…

ମହାନ ରାଜନେତା, ଅର୍ଥନୀତିଜ୍ଞ ଏବଂ ଜଣେ ଦକ୍ଷ ରଣନୀତିଜ୍ଞ ଭାବରେ ଜଣାଶୁଣା ଆଚାର୍ଯ୍ୟ ଚାଣକ୍ୟ କହିଥିଲେ ଯେ, ଜୀବନରେ ସଫଳତା ହାସଲ କରିବା ପାଇଁ ଯୁବାବସ୍ଥା ଏକ…

ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ

ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ…

ରବୀନ୍ଦ୍ର ଜାଡେଜାଙ୍କ ୪ ବର୍ଷିଆ ଆଧିପତ୍ୟର ଅନ୍ତ; ICC ମାନ୍ୟତାରେ ସାମ୍ନାକୁ ଆସିଲେ ବିଶ୍ୱର ନୂଆ ନମ୍ବର ୧ ଖେଳାଳି

ନୂଆଦିଲ୍ଲୀ,୨୮।୧୦: ଆଇସିସି (ICC) ଟେଷ୍ଟ ଅଲ-ରାଉଣ୍ଡର ମାନ୍ୟତାର ଶୀର୍ଷ ସ୍ଥାନରେ ରବୀନ୍ଦ୍ର ଜାଡେଜାଙ୍କ ଯୁଗର ଅନ୍ତ ଘଟିଛି। ଅକ୍ଟୋବର ୨୮, ବୁଧବାର ପ୍ରକାଶିତ ମାନ୍ୟତା ଅନୁଯାୟୀ, ଜାଡେଜା…

ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି

ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ…

ଧୋନି ଅଧିନାୟକ, ବୈଭବ-ଅଭିଷେକ କରିବେ ଓପନିଂ; ଅନାୟା ବାଙ୍ଗର ବାଛିଲେ ଭାରତର ସମସ୍ତ ଫର୍ମାଟ ପାଇଁ Playing XI

ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ସଞ୍ଜୟ ବାଙ୍ଗରଙ୍କ ଝିଅ ଅନାୟା ବାଙ୍ଗର, ଭାରତ ପାଇଁ ଏକ ‘ସମସ୍ତ ଫର୍ମାଟ’ (Test, ODI ଓ T20)…

କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ୩% ବଢିଲା DA

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ଠିକ ପୂର୍ୱରୁ ମୋଦି ସରକାର ସାଧାରଣ ଜନତାଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

‘Its Done Bro’, MLC ନିର୍ବାଚନରେ ବଡ଼ ବିଜୟ ପରେ ଡି.କେ. ଶିବକୁମାରଙ୍କୁ ଟାର୍ଗେଟ କଲା ଭାଜପା

ବେଙ୍ଗାଲୁରୁ,୨୮।୧୦: କର୍ନାଟକ ବିଧାନ ପରିଷଦ (MLC) ନିର୍ବାଚନରେ କଂଗ୍ରେସ ଦଳ ଚାରୋଟିଯାକ ଆସନ ହରାଇବା ଏବଂ ଭାଜପା ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହେବା ପରେ, ଭାଜପା କର୍ନାଟକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?