Posted inଜାତୀୟ

କେତେ ଦିନ ଅଟକ ରହିବେ ମେହବୁବା: ସପ୍ତାହେ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୯: ପିଡ଼ିପି ସଦସ୍ୟା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଆଉ କେତେ ଦିନ ଅଟକ ରଖାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ ପ୍ରଶ୍ନ କରାଯାଇଛି। ଏସମ୍ପର୍କରେ ଖଣ୍ଡପୀଠ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାକୁ ପଚରା ଯାଇଛି। କେଉଁ ନିର୍ଦ୍ଦେଶ ଅନ୍ତର୍ଗତ ଆଉ କେତେ ଦିନ ପାଇଁ ମେହବୁବାଙ୍କୁ ଅଟକ ରଖିବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି ତାହାର ଜବାବ ସପ୍ତାହେ ମଧ୍ୟରେ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମେହମୁବାଙ୍କ କନ୍ୟା ଇତିଜା ମୁଫ୍‌ତିଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଏକ ଆବେଦନର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୫ରେ କରାଯିବାକୁ ଧାର୍ଯ୍ୟ ହୋଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ସମୟରେ ମେହବୁବାଙ୍କ ସମେତ ଅନ୍ୟ କେତେକ ନେତାଙ୍କୁ ଅଟକ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri