Posted inଜାତୀୟ

ଭାଜପା-ଆର୍‌ଏସ୍‌ଏସ୍‌କୁ ସାଂପ୍ରଦାୟିକ ସଙ୍ଗଠନ ବୋଲି କହିଲେ ମୁଫତି, ଧର୍ମ ନାରେ କରୁଛନ୍ତି ହିଂସା

ଜମ୍ମୁ,୧୩ ।୧୧: ପିପୁଲ୍ସ ଡେମୋକ୍ରାଟିକ ପାର୍ଟି(ପିଡିପି) ମୁଖ୍ୟ ମେହେବୁବା ମୁଫତି ଶନିବାର ଜମ୍ମୁ-କଶ୍ମୀର ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ସମୟରେ ସେ କହିଛନ୍ତି କି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସ୍‌ଏସ୍‌) ଓ ଭାରତୀୟ ଜନତା ପାର୍ଟି(ଭାଜପା) ଦେଶରେ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ଝଗଡାର ସୂତ୍ରପାତ କରୁଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଲମାନ ଖୁର୍ସିଦଙ୍କ ବିବାଦୀୟ ବହିକୁ ନେଇ ବି ସେ ପ୍ରତିକ୍ରିୟା ରଖିଛନ୍ତି । ମେହେବୁବା କହିଛନ୍ତି ଆର୍‌ଏସ୍‌ଏସ୍ ଓ ଭାଜପା ଦୁଇଟିଯାକ ସାଂପ୍ରଦାୟିକ ସଙ୍ଗଠନ । ଉଭୟ ହିନ୍ଦୁତ୍ୱ ଓ ହିନ୍ଦୁ ଧର୍ମକୁ ହାଇଜ୍ୟାକ କରି ନେଇଛନ୍ତି । ଏହି ଦଳ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁଛି । ଏମାନଙ୍କୁ ତୁଳନା କେବଳ ଆଇଏସ୍ ସହ ନୁହେଁ ଏମିତି ଅନ୍ୟ ସଙ୍ଗଠନ ସହ ମଧ୍ୟ କରାଯାଇପାରେ । କାରଣ ଏମାନେ ଧର୍ମ ନାଁରେ ଲୋକଙ୍କୁ ମାରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri