Posted inଜାତୀୟ

ଇଣ୍ଟରପୋଲ୍‌ ରେଡ୍‌ କର୍ନର ତାଲିକାରୁ ମେହୁଲ ଚୋକ୍‌ସି ବାଦ୍‌

ନୂଆଦିଲ୍ଲୀ, ୨୧ା୩:ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ଇଣ୍ଟରନ୍ୟାଶନାଲ କ୍ରିମିନାଲ ପୋଲିସ ସଂଗଠନ (ଇଣ୍ଟରପୋଲ୍‌) ରେଡ୍‌ କର୍ନର ତାଲିକାରୁ ବାଦ୍‌ ଦେଇଛି। ୨୦୧୮ ଡିସେମ୍ବରରେ ଇଣ୍ଟରପୋଲ୍‌ ଚୋକ୍‌ସିଙ୍କ ନାମରେ ରେଡ୍‌ କର୍ନର ନୋଟିସ ଜାରି କରିଥିଲା। ମାନବାଧିକାର ଉଲ୍ଲଂଘନ ହେଉଥିବା ଦର୍ଶାଇ ତାଙ୍କୁ ଏଥିରୁ ବାଦ୍‌ ଦେବା ଲାଗି ଚୋକ୍‌ସି ଆବେଦନ କରିଥିବାବେଳେ ସିବିଆଇ ଏହାକୁ ବିରୋଧ କରିଥିଲା। ଏହା ସତ୍ତ୍ୱେ ଇଣ୍ଟରପୋଲ୍‌ ଚୋକ୍‌ସିଙ୍କ ନାଁ ହଟାଇବାକୁ ନିଷ୍ପତ୍ତି ନେଇଛି। ଫଳରେ ଚୋକ୍‌ସି ଏଣିକି ଅବାଧରେ ବିଭିନ୍ନ ଦେଶକୁ ଯାଇପାରିବେ। ୧୩,୦୦୦ କୋଟି ଟଙ୍କା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଋଣ ଦୁର୍ନୀତିରେ ସମ୍ପୃକ୍ତ ଚୋକ୍‌ସି ନିକଟରେ ଆଣ୍ଟିଗୁଆର ଏକ ଅତାଲତରେ ସତ୍ୟପାଠ ଦାଖଲ କରି ୨୦୨୧ ମେ’ରେ ଭାରତ ସରକାରଙ୍କ ସଂସ୍ଥା ତାଙ୍କୁ ଅପହରଣ କରି ଡୋମିନିକା ନେଇଯାଇ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri