ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ନୂଆ ଗର୍ଲଫ୍ରେଣ୍ଡ୍‌, ଜାଣନ୍ତୁ କିଏ

ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ନାମ ଅନେକ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କ ରହିଛି। ଏବେ ଦାଉଦଙ୍କ ନାମ ପାକିସ୍ତାନୀ ଅଭିନେତ୍ରୀ ମହଭୀଶ ହାୟାତ୍‌ଙ୍କ ସହ ଯୋଡା ଯାଉଛି। ମହଭୀଶଙ୍କୁ ୩୭ ବର୍ଷ, ସେ ଦାଉଦଙ୍କଠାରୁ ୨୭ ବର୍ଷ ସାନ। ଗତ ବର୍ଷ ମହଭୀଶ ହାୟାତ୍‌ଙ୍କୁ ପାକିସ୍ତାନର ନାଗରିକ ପୁରସ୍କାର ମଧ୍ୟରୁ ଅନ୍ୟତମ ତମଗା-ଇ-ଇମତିଆଜ ପ୍ରଦାନ କରାଯାଇଥିଲା। ମହଭୀଶ‌ଙ୍କ କ୍ୟାରିୟର ଆରମ୍ଭ ଏକ ଆଇଟମ ନମ୍ବରରୁ କରିଥିଲେ। ସେ ପାକିସ୍ତାନର ଶ୍ରେଷ୍ଠ ଗାୟକ ତାରକାମାନଙ୍କ ମଧ୍ୟରୁ ଜଣେ। ପାକିସ୍ତାନରେ ମହଭୀଶ ‘ଗ୍ୟାଙ୍ଗ୍‌ଷ୍ଟାର ଗୁଡିୟା’ ନାମରେ ମଧ୍ୟ ଜଣାଶୁଣା। ୨୦୦୯ରେ ସେ ‘ଇନ୍ସା ଆଲ୍ଲା’, ‘ଜୱାନି ଫିର ନାହି ଆନି, ୨୦୧୬ରେ ‘ଆକ୍ଟର ଇନ୍‌ ଲ’, ୨୦୧୬ ରେ ‘ଟିମ’, ୨୦୧୭ ରେ ’ପଞ୍ଜାବ ନେହି ଜାଉଁଙ୍ଗୀ’ ଏବଂ ୨୦୧୮ ରେ ‘ଜବାନୀ ଫିର ନାହି ଆନି-୨’ରେ ସେ ଅଭିନୟ କରିଥିଲେ। କୁହାଯାଏ ଦାଉଦ୍‌ ପାକିସ୍ତାନର ଚଳଚ୍ଚିତ୍ର ଜଗତକୁ ପାଣ୍ଠି ଯୋଗାଇ ଥାନ୍ତି। କରାଚି ଏବଂ ଲାହୋରର ଅନେକ ବଡ ନିର୍ମାତା ଏବଂ ନିର୍ଦ୍ଦେଶକଙ୍କ ସହ ତାଙ୍କର ସମ୍ପର୍କ ଅଛି। ସୋସିଆଲ ମିଡିଆରେ ଟ୍ରୋଲ କରାଯାଉଛି। ଟୁଇଟରରେ ଟ୍ରୋଲ କରାଯିବା ପରେ ମହଭୀଶ କହିଛନ୍ତି ଯେ ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri