Posted inଜାତୀୟ

ମଣିପୁର ଶାନ୍ତି କମିଟିରେ ସାମିଲ ହେବନି ମେଇତି ଗ୍ରୁପ୍‌

ପାଟନା, ୧୪ା୬: ହିଂସାପ୍ରବଣ ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଗଠନ କରିଥିବା କମିଟିରେ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କୁ ସାମିଲ କରାଯାଇଥିବାରୁ କୁକି ସମ୍ପ୍ରଦାୟ ଅସନ୍ତୋଷ ବ୍ୟକ୍ତ କରିଛି। ମେଇତି ସିଭିଲ ସୋସାଇଟି ଗ୍ରୁପ୍‌ର ଅନ୍ୟତମ ସଂଗଠନ ମଣିପୁର ସଂହତି ସମନ୍ବୟ କମିଟିର ଆବାହକ ଜିତେନ୍ଦ୍ର ନିଗୋମ୍ବାଙ୍କୁ କମିଟିର ସଦସ୍ୟ କରାଯାଇଥିବାବେଳେ ଏହାକୁ କମିଟି ଅଗ୍ରାହ୍ୟ କରିଦେଇଛି। ମେଇତି ଗ୍ରୁପ୍‌ ଶାନ୍ତି କମିଟିରେ ରହିବ ନାହିଁ ବୋଲି କହିଛି। ମଣିପୁର ରାଜ୍ୟପାଳ ଅନସୂୟା ଉଇକେଙ୍କ ଅଧ୍ୟକ୍ଷତାରେ ଗତ ୧୦ ତାରିଖରେ ରାଜ୍ୟସ୍ତରୀୟ ଶାନ୍ତି କମିଟି ଗଢ଼ାଯାଇଥିଲା। କମିଟିରେ ମୁଖ୍ୟମନ୍ତ୍ରୀ ବୀରେନ୍‌ ସିଂ, ଏମ୍‌ପି, ବିଧାୟକ, ମନ୍ତ୍ରୀ ଓ ଅନ୍ୟ ଷ୍ଟେକ୍‌ ହୋଲ୍ଡରମାନେ ଅଛନ୍ତି। ଶାନ୍ତି କମିଟି ଗଠନରେ ଆମେ ସନ୍ତୁଷ୍ଟ ନୋହୁଁ ବୋଲି ମଣିପୁର ସଂହତି ସମନ୍ବୟ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri