ଟ୍ରମ୍ପ୍‌ ରାଷ୍ଟ୍ରପତି ହେଲେ ପୂର୍ଣ୍ଣକଳୀନ ଫାଷ୍ଟ ଲେଡି ହେବେନି ମେଲାନିଆ

ନୂଆଦିଲ୍ଲୀ,୧ା୭: ରିପବ୍ଲିକାନ୍‌ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ୨୦୨୪ ନିର୍ବାଚନରେ ବିଜୟୀ ହୋଇ ଆଉ ଥରେ ଆମେରିକାର ରାଷ୍ଟ୍ରପତି ହେଲେ ତାଙ୍କ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ଙ୍କୁ ପୂର୍ଣ୍ଣକାଳୀନ ଫାଷ୍ଟ ଲେଡି ଭାବେ ଦେଖିବାକୁ ମିଳି ନ ପାରେ। ମେଲାନିଆ ଏହି ଦାୟିତ୍ୱ ତୁଲାଇବେ ନାହିଁ, ବରଂ ନିଜ ୧୮ ବର୍ଷୀୟ ପୁତ୍ର ବାରୋନ୍‌ ଟ୍ରମ୍ପ୍‌ଙ୍କୁ ଅଧିକ ସମୟ ଦେବେ। ୭୮ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ସହ ମେଲାନିଆ ରବିବାର ଏଭଳି ଡିଲ୍‌ କରିଛନ୍ତି। ବାରୋନ୍‌ ନ୍ୟୁୟର୍କସ୍ଥିତ ଏକ ୟୁନିଭର୍ସିଟିରେ ପାଠ ପଢ଼ିବାକୁ ଯିବେ। ମେଲାନିଆ ପୁଅଙ୍କ ସହ ରହି ତାଙ୍କୁ ସାହାଯ୍ୟ କରିବେ ବୋଲି ଆମେରିକା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri