କଲଭର୍ଟ ତଳୁ ଆସୁଥିଲା ପଚା ଗନ୍ଧ: ସନ୍ଦେହରେ ଭିତରକୁ ଗଲାବେଳକୁ ପଡ଼ିଛି…

ପାଟଣା,୧୩।୮(ବୀର କିଶୋରଦାଶ ):କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନଂ ରାଞ୍ଚି ବିଜୟୱାଡା ଜାତୀୟ ରାଜପଥ କାର୍ଗିଲ ଛକ ନିକଟରେ ଥିବା କଲଭର୍ଟ ତଳୁ ମଙ୍ଗଳବାର ଏକ ଗଳିତ ମୃତଦେହ ଜବତ ହୋଇଛି। ସେ ଜଣେ ପୁରୁଷ ହୋଇଥିବା ବେଳେ ମୃତଦେହରୁ ପଚା ଦୁର୍ଗନ୍ଧ ଆସୁଥିଲା। ଏ ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।
ଘଟଣାସ୍ଥଳରେ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପାଟଣା ପୋଲିସ କେନ୍ଦୁଝରରୁ ସାଇଣ୍ଟଫିକ ଟିମ୍‌ ଡକାଇଛି। ମୃତଦେହ ନିକଟରେ ଏକ ବ୍ୟାଗ ସହ ଚପଲ ପଡିିଛି। ଏହା ଏକ ସୁପିକଳ୍ପିତ ହତ୍ୟା କାଣ୍ଡ କି ଜଣେ ମାନସିକ ବିକୃତଙ୍କ ମୃତ୍ୟୁ ତହା ଅଧିକ ତଦନ୍ତ ପରେ ଜଣା ପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ

ଓ୍ବାଶିଂଟନ୍‌,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri