ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୨୯।୪(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ମଧ୍ୟରେ ରାଜ୍ୟର ସମସ୍ତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା, ପୂର୍ବଭଳି ରେଳଯାତ୍ରାରେ ବରିଷ୍ଠ ନାଗରିକଙ୍କୁ ରିହାତି ପୁନଃ ପ୍ରଚଳନ, ବସ୍‌ଯାତ୍ରାରେ ୫୦% ରିହାତି, ସ୍ବଳ୍ପ ସଞ୍ଚୟ ଯୋଜନାରେ ସୁଧ ହାର ବୃଦ୍ଧି, କେନ୍ଦ୍ର ଅନୁସାରେ ପୂରା ପେନ୍‌ସନ, ଗ୍ୟାରେଣ୍ଟି ପେନ୍‌ସନ ବ୍ୟବସ୍ଥା ୨୦୦୫ ଲାଗୁ, ଅତିରିକ୍ତ ପେନ୍‌ସନ ୬୫ ବର୍ଷରୁ ୨୦% ଲାଗୁ କରିବା, ସଙ୍ଘ ପାଇଁ ଭୁବନେଶ୍ୱରରେ ଜମି ଯୋଗାଇଦେବା, ୧୮ ମାସର ମହଙ୍ଗା ଭତ୍ତା ପ୍ରଦାନ ଆଦି ରହିଛି । ଏଥିରେ ଜିଲା ଶାଖା ସଭାପତି ଡି. ମୋହନ ରାଓ, ସମ୍ପାଦକ ଅରୁଣ କୁମାର ବ୍ରହ୍ମା, କେ ନନ୍ଦେଶୁ ସେନାପତି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri