ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣଙ୍କ ସ୍ମୃତିସଭା

ପାଟଣା,୧ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚଚାୟତ ଭଗପଶି ଗ୍ରାମ ବାସଭବନରେ ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ଏକାଦଶ ଅବସରରେ ରବିବାର ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି।

ପୂର୍ବତନ ଯାଜପୁର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. କୁଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଖବରଦାତା ସତ୍ୟଜିତ ମିଶ୍ର ସଂଯୋଜନା କରିଥିଲେ। ସଭାରେ ତେଲକୋଇ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଫକିର ମୋହନ ନାଏକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଘଷିପୁରା ବିଧାୟକ ବଦ୍ରୀ ନାରାୟଣ ପାତ୍ର, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ପୂର୍ବତନ ମନ୍ତ୍ରୀ ବାସନ୍ତି ହେମ୍ବ୍ରମ, ପୂର୍ବତନ କେନ୍ଦୁଝର ଏମ୍‌ପି ମାଧବ ସର୍ଦ୍ଦାର, କୋରେଇ ପୂର୍ବତନ ବିଧାୟକ ଅଶୋକ ବଳ, ପୂର୍ବତନ ବିଧାୟକ ପ୍ରାଣବଲ୍ଲଭ ନାଏକ, ପୁର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁ, ପୂର୍ବତନ ବିଧାୟକ ବିଜୟ ନାଏକ, ପୂର୍ବତନ ବିଧାୟକ ମୁକେଶ ପାଲ, ଜିଲା ବିଜେଡି ସଭାପତି ଆଶିଷ ଚକ୍ରବର୍ତ୍ତୀ, ଉପ ସଭାପତି ରାହାସ ବିହାରୀ ପୃଷ୍ଟି, ପାଟଣା ବ୍ଲକ୍‌ ବିଜେଡ଼ି ସଭାପତି ମାଧବାନନ୍ଦ ପୃଷ୍ଟି, ଭାଜପା ପୂର୍ବତନ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ରାଧାକାନ୍ତ ମହାନ୍ତ, ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ପ୍ରତିନିଧି ଦିଲ୍ଲୀପ ପଣ୍ଡା, ପୂର୍ବତନ କେସିସି ବ୍ୟାଙ୍କ ସଭାପତି କାନନବିହାରି ପୋହି, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ର, ବିଜେଡି ଜିଲା ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ପୂର୍ବତନ କେନ୍ଦୁଝର ପୌରଅଧ୍ୟକ୍ଷ ମୀନା ମାଝି, ପୂର୍ବତନ କେନ୍ଦୁଝର ବ୍ଲକ୍‌ ଅଧ୍ୟକ୍ଷା କିରଣବାଳା ନାଏକ, କୁଡ଼ୁମୀ ସେନା ରାଜ୍ୟ ଉପସଭାପତି ମିତ୍ରଭାନୁ ମହାନ୍ତ, ଶିଳ୍ପପତି ବିବେକାନନ୍ଦ ଦାଶ, ପୂର୍ବତନ ପାଟଣା ବ୍ଲକ୍‌ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ଖବରଦାତା ବୀର କିଶୋର ଦାଶ, ପୂର୍ବତନ ସାହାରପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଦୀପକ ରାଜ ପ୍ରମୁଖ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ।

ସଭାରେ କହ୍ନୁଚରଣଙ୍କ ସ୍ତ୍ରୀ ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ନାଏକ, ସାନପୁଅ ପୁର୍ବତନ ବିଧାୟକ ଜଗନ୍ନାଥ ନାଏକ, ବଡ଼ପୁଅ ଇଂ. ଲୋକନାଥ ନାଏକ, ମଝିଆ ପୁଅ ବିଜେଡି ନେତା ସତ୍ୟବ୍ରତ ନାଏକ, ଝିଅ ଝରଣା ନାଏକ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା

ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫)…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ରାସ୍ତା ନିର୍ମାଣ ଦାବିରେ ତେଜିଲା ଆନ୍ଦୋଳନ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ଖୋଲଡି ଗାଁ ରାସ୍ତା ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବନ୍ୟା ପାଣିରେ ସମ୍ପୂର୍ଣ ଧୋଇ ଯାଇଛି।…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

ଭଉଣୀ ଘରେ ଛାଡ଼ି ଦେବାକୁ କହି ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ୨ ଅଭିଯୁକ୍ତଙ୍କୁ ଗିରଫ କରି…

ମାର୍ଶାଘାଇ,୧ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଜଣେ ୨୨ ବର୍ଷୀୟା ମାନସିକ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?