ସ୍ମରଣ ଶକ୍ତି କମାଏ ଗ୍ଲୁକୋଜ୍‌ ପରିମାଣ

ସାଧାରଣତଃ ଶରୀରରେ ଗ୍ଲୁକୋଜ୍‌ର ପରିମାଣ ୭.୮ମିଲିମୋଲ୍‌ ରହିଲେ, ତାହାକୁ ଗ୍ଲୁୂକୋଜର ସାଧାରଣ ସ୍ତର ବୋଲି ଗଣନା କରାଯାଇଥାଏ। ହେଲେ, ଏହାର ପରିମାଣ ସର୍ବାଧିକ ୧୧.୧ମିଲିମୋଲ୍‌ ହୋଇଗଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ରକ୍ତରେ ଗ୍ଲୁକୋଜ୍‌ର ପରିମାଣ ଆବଶ୍ୟକତାଠାରୁ ବଢ଼ିଲେ କି କମିଲେ ଏହାର ପ୍ରଭାବ ମସ୍ତିଷ୍କ ଉପରେ ପଡିଥାଏ। ଫଳରେ ଆମ ସ୍ମରଣ ଶକ୍ତି ପ୍ରଭାବିତ ହୋଇଥାଏ। ନିକଟରେ ୟୁନିଭର୍ସିଟି ଅଫ୍‌ ଟୁର୍‌୍‌କୁ ଏବଂ ଫିନିସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ହେଲଥ୍‌ ଆଣ୍ଡ ଓ୍ବେଲ୍‌ଫେୟାର୍‌ ଦ୍ୱାରା ହୋଇଥିବା ଏକ ସଦ୍ୟତମ ଗବେଷଣାରୁ ଏ ବିଷୟରେ ଜଣାପଡ଼ିଛି। ଏହାଦ୍ୱାରା ଡାଇବେଟିସ୍‌ର ମାତ୍ରା ମଧ୍ୟ ବହୁ ମାତ୍ରାରେ ବଢ଼ିଯାଏ। ସେହିପରି ଶରୀରରେ ଇନ୍‌ସୁଲିନ୍‌ ସେନ୍‌ସିଟିଭିଟି କମିବା, ମେଦବହୁଳତା, ମେଟାବୋଲିକ୍‌ ସିଣ୍ଡ୍ରୋମ୍‌ ଭଳି ଅନେକ ରୋଗ ଦେଖାଦିଏ। ତେଣୁ ଏହା ଉଭୟ ମସ୍ତିଷ୍କ ଓ ଶରୀର ପାଇଁ କ୍ଷତିକାରକ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଶେଷ ହେବା ପରେ ମନେ ପଡିଲା ସଙ୍କଟ କଥା…’ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ ପରେ ବର୍ଷିଲେ ଅଖିଳେଶ

ନୂଆଦିଲ୍ଲୀ,୧୧।୫: ଇରାନରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ସୁନା ନ କିଣିବା ଏବଂ ତେଲ ବ୍ୟବହାର କମ କରିବାକୁ ନିବେଦନ…

ସରକାରୀ ଜମିରୁ ଉଚ୍ଛେଦବେଳେ ପ୍ରବଳ ବିରୋଧ, ତଥାପି ଜାରି ରହିଛି…

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପୁଟୁଳିଆ ମୌଜାର ୭୭୪ ନମ୍ବର ପ୍ଲଟରୁ ସୋମବାର ଜବରଦଖଲ ଉଚ୍ଛେଦ ଆରମ୍ଭ କରିଛି ପ୍ରଶାସନ। ଉଚ୍ଛେଦକୁ ବିରୋଧ କରି…

ମୋଦିଙ୍କ ବୟାନ ପରେ ସୁନାକୁ ନେଇ ବଢୁଛି ଚର୍ଚ୍ଚା, ଜାଣନ୍ତୁ ଦେଶକୁ କେଉଁଠୁ ଆସୁଛି ସୁନା, ଭାରତୀୟ ସୁନା ନ କିଣିଲେ କ’ଣ ହେବ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ଜାତୀୟ ସ୍ବାର୍ଥ ପାଇଁ,…

୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍‌ ସେବା

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri