ନୂଆବର୍ଷର ଭେଟି: ଜାନୁୟାରୀ ୫ରୁ ନୀଳଗିରିରୁ ଗଡିବ ମେମୁ ଟ୍ରେନ

ନୀଳଗିରି,୨୬।୧୨: ନୂଆବର୍ଷରେ ଉପହାର ପାଇବେ ନୀଳଗିରିବାସୀ । ଆଗାମୀ ଜାନୁଆରୀ ମାସ ୫ ତାରିଖରେ ନୀଳଗିରରୁ ଗଡିବ ପାସେଞ୍ଜର ଟ୍ରେନ । ଜାନୁଆରୀ ୫ରୁ ନୀଳଗିରି ଗୋପୀନାଥପୁରରେ ଯାତ୍ରୀବାହୀ ଟ୍ରେନ ଗଡିବାକୁ ଯାଉଛି । ପ୍ରଥମେ ୩ଟି ମେମୁ ଟ୍ରେନ ଗଡ଼ିବା ନେଇ ଏମପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି । ନୂଆ ଷ୍ଟେସନ ଘର, ଟିକେଟ କାଉଣ୍ଟର, ଯାତ୍ରୀ ବିଶ୍ରାମ ଗୃହ ଓ ଅନ୍ୟ ପାରିପାର୍ଶ୍ୱିକ ଉନ୍ନୟନ କାମ ସରିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି ।

ପ୍ରାଥମିକ ପର୍ଯ୍ୟାୟରେ ନୀଳଗିରିରୁ ବାଲେଶ୍ୱର ପର୍ଯ୍ୟନ୍ତ ତିନୋଟି ମେମୁ ଟ୍ରେନ ଚାଲିବାକୁ ଥିବା ବେଳେ ଆଗାମୀ ଦିନରେ ଏହି ଟ୍ରେନଟି ପୁରୀ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ନେଇ ଆଗୁଆ ସତର୍କତା: ଖୋଲିଲା ହରଭଙ୍ଗୀ ଜଳଭଣ୍ଡାରର ୪ ଗେଟ୍‌

ମୋହନା,୨।୧୧( ମନ୍ମଥ ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବ ନ କମୁଣୁ ଏବେ ସମ୍ଭାବ୍ୟ ବାତ୍ୟା ମୁରାସୁକୁ ନେଇ ବଢ଼ିଲାଣି ଚିନ୍ତା। ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ…

ବିଭିନ୍ନ ଦାବି ନେଇ ଅତିରିକ୍ତ ଜିଲାପାଳଙ୍କୁ ଦାବି ପତ୍ର ଦେଲା ନିଖିଳ ଓଡ଼ିଶା ବ୍ଳକ ସମ୍ପ୍ରସାରଣ ଅଧିକାରୀ ସଂଘ

ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ନିଖିଳ ଓଡ଼ିଶା ବ୍ଳକ ସମ୍ପ୍ରସାରଣ ଅଧିକାରୀ ମିଳିତ ସମନ୍ବୟ ପରିଷଦ (ଏଓବିଇଓ/ଜେସିସି) କଳାହାଣ୍ଡି ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ସଂଘର…

ଶ୍ୱଶୁର ଘରକୁ ଯାଉଥିଲେ ଦୁର୍ଯ୍ୟ, ବାଟରେ ଛକିଥିଲା ଯମ: ଘଟିଲା…

ଲାଞ୍ଜିଗଡ଼,୨।୧୧ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଭବାନୀପାଟଣା-ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର କଦଳୀଘାଟି କୁଚେଇଯୋର ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।…

ପ୍ରଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ: ଖେଲିଗଲା ଶୋକର ଛାୟା

ନୂଆଦିଲ୍ଲୀ,୨।୧୧: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପ୍ରଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକ…

ବାତ୍ୟା ‘ମୁରାସୁ’ ପାଇଁ ଦାରିଙ୍ଗବାଡ଼ିରେ ଆଗୁଆ ପ୍ରସ୍ତୁତି: ୨୫ ପଞ୍ଚାୟତରୁ ୬୯୧ ଜଣଙ୍କୁ ଥଇଥାନ

ଦାରିଙ୍ଗବାଡ଼ି,୨।୧୧(ଅରୁଣ ସାହୁ): ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ବାତ୍ୟା ‘ମୁରାସୁ’କୁ ନେଇ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା…

ପୁଣି ବାତ୍ୟା ଓ ବନ୍ୟା ଆଶଙ୍କା, ପ୍ରଶାସନର ଜୋରଦାର ପ୍ରସ୍ତୁତି ୧୬ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର

ପୁରୁଷୋତ୍ତମପୁର, ୨/୧୧ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ପ୍ରଳୟଙ୍କରୀ ବନ୍ୟାର ତିକ୍ତ ଅନୁଭୂତି ଏବେ ବି ଲୋକଙ୍କ ମନରୁ ଲିଭିନାହିଁ କି ଅନେକ…

ବଣୁଆ ହାତୀଙ୍କ ଉପଦ୍ରବ, ଭାଙ୍ଗିଲା ଘରଦ୍ୱାର:, ସମ୍ପର୍କୀୟଙ୍କ ଘରେ ନେଲେ ଆଶ୍ରୟ

ତୁମୁଡ଼ିବନ୍ଧ, (ଦୀପକ କୁମାର ପରାସେଠ): କନ୍ଧମାଳ ଜିMkତୁମୁଡ଼ିବନ୍ଧ ବ୍ଲକ୍‌ର ବେଲଘର ବନାଞ୍ଚଳରେ ଦୀର୍ଘଦିନ ହେଲା ବଣୁଆ ହାତୀଙ୍କ ଉପଦ୍ରବ ଲାଗି ରହିଛି। କେତେବେଳେ ହାତୀପଲ ଫସଲ ନଷ୍ଟ…

ଲୋକଙ୍କୁ ସହାନୁଭୂତି ଦେଖାଅ, ସହାୟତା ଯୋଗାଅ: ଅଧିକାରୀଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ

ଭଞ୍ଜନଗର, ୨।୧୧ (ବାବୁଲା ପ୍ରଧାନ): ଗୋଟିଏ ବାତ୍ୟାର ଦୁଃଖ ନ ଲିଭୁଣୁ ପୁଣି ଆଉ ଏକ ବାତ୍ୟାର ଆଶଙ୍କା ଦେଖାଦେଇଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ବିପନ୍ନ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?