ବାଲେଶ୍ୱରରୁ ଭୁବନେଶ୍ୱରକୁ ଗଡ଼ିଲା ମେମୁ ଟ୍ରେନ

ବାଲେଶ୍ୱର ଅଫିସ,୭।୧: ବାଲେଶ୍ବର ଷ୍ଟେଶନରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପତାକା ଦେଖାଇ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ବାଲେଶ୍ବରରୁ ଭୁବନେଶ୍ବରକୁ ଗଡିଛି। ଏଥିରେ କେନ୍ଦ୍ର ଆଦିବାସୀ ଓ ଜଳସମ୍ପଦ ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ସ୍ଥାନୀୟ ବିଧାୟକ ସୌରଭ ଦାସ ମଧ୍ୟ ଉପସ୍ଥିତ ଥିଲେ । ପରେ ନୀଳଗିରି ଗୋପୀନାଥପୁର ରେଳ ଷ୍ଟେଶନରେ ଶିଳାନ୍ୟାସ କରାଯାଇଛି। ଆଉ କିଛି ମାସ ପରେ ନୀଳଗିରି ଗୋପୀନାଥପୁର ଷ୍ଟେଶନରୁ ପାସେଞ୍ଜର ଟ୍ରେନ ଚଳାଚଳ କରିବ । ଏଥିପାଇଁ ବାଲେଶ୍ବର ଏମ୍‌ପି ପ୍ରତାପ ଷଡଙ୍ଗୀ ରେଳ ମନ୍ତ୍ରୀଙ୍କ ନିକଟରେ ଦାବି ରଖିଥିଲେ । ୩ ମାସ ମଧ୍ୟରେ ଟ୍ରେନ ଚଳାଚଳ ପାଇଁ ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ଏଥିଲାଗି ରେଳ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ

ବଲାଙ୍ଗୀର ଅଫିସ, ୨୦।୮: ବଲାଙ୍ଗୀର ନବଜୀବନ ବିଦ୍ୟାପୀଠ ପରିସରରେ ବଲାଙ୍ଗୀର ବିଜ୍ଞାନ ସାହିତ୍ୟ ପରିଷଦ ପକ୍ଷରୁ ନବଜୀବନ ବିଦ୍ୟାପୀଠ ଓ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ...

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି...

ଭିଜିଲାନ୍ସ ଜାଲରେ ଟିପିଏସଓଡ଼ିଏଲ ଜିଏମ

ବ୍ରହ୍ମପୁର ଅଫିସ, ୩୧।୧- ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ସାଉଥକୋ ଜେନେରାଲ ମ୍ୟାନେଜରଙ୍କ ଘରେ...

ଜଳ ଯୋଗାଣ କେନ୍ଦ୍ରର ବିଦ୍ୟୁତ୍‌ ସଂଯୋଗ କାଟିଦେଉଛି ବିଭାଗ

ନନ୍ଦାହାଣ୍ଡି, ୧୦ା୩(ଡି.ଏନ୍‌.ଏ.):  ବିଦ୍ୟୁତ୍‌ ବିଲ୍‌ ପଇଠ ହୋଇ ନ ଥିବାରୁ ବିଦ୍ୟୁତ୍‌ ବିଭାଗ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଗାଁରେ ଥିବା ଜଳ ଯୋଗାଣ...

ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି

ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍‌ ଜୋନ୍‌ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ...

ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା...

ବିଭିନ୍ନ ଦୋକାନ ବୁଲିଲେ ଯୋଗାଣ ନିରୀକ୍ଷକ: ଚଢାଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୮୩(ଡି.ଏନ.ଏ)- କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଥିବା ବେଳେ ସମସ୍ତ ଗଁା, ବଜାର ଏବେ ଖାଁ ଖାଁ ଲାଗୁଛି। ଲୋକେ...

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର...

Advertisement
Archives

Model This Week