ପୁରୁଷଙ୍କ ଏସବୁ ଜିନିଷ ପ୍ରତି ଆକର୍ଷିତ ହୁଅନ୍ତି ମହିଳା, ଜାଣନ୍ତୁ କ’ଣ…

ମହିଳା ଓ ପୁରୁଷ ଜଣେ ଜଣଙ୍କ ପ୍ରତି ଆକର୍ଷିତ ହୁଅନ୍ତି , ହେଲେ କାହିଁକି ହୁଅନ୍ତି ଏହି ଘଟଣାକୁ ଆଜି ପର୍ଯ୍ୟନ୍ତ ବୈଜ୍ଞାନିକମାନେ ସମ୍ପୂର୍ଣ୍ଣ ବୁଝିପାରି ନାହାନ୍ତି।
ତଥାପି, ଅନୁସନ୍ଧାନ, ଅଧ୍ୟୟନ ଏବଂ ଅନେକ ପରୀକ୍ଷଣ ମାଧ୍ୟମରେ, ଏହା ବୁଝାପଡ଼ୁଛି। ଏହି ସମସ୍ତ ଅଧ୍ୟୟନ ଏବଂ ଅନୁସନ୍ଧାନରୁ ଜଣାପଡିଛି ଯେ, ପୁରୁଷମାନଙ୍କ ଏସବୁ ଗୁଣ ମହିଳାମାନଙ୍କୁ ଆକର୍ଷିତ କରେ। ଜାଣନ୍ତୁ ସେ ସମ୍ପର୍କରେ…

ଆମେରିକାର ରଟଗର୍ସ ୟୁନିଭରସିଟିର ପ୍ରଫେସର ତଥା ବିଶିଷ୍ଟ ଲେଖକ ହେଲେନ ଫିସର କହିଛନ୍ତି ଯେ ଅଧିକାଂଶ ମହିଳା ଯେଉଁ ପୁରୁଷଙ୍କୁ ପ୍ରଶଂସା ପ୍ରତି ଆଗ୍ରହ ଦେଖାନ୍ତି। ସାଇକୋଲୋଜି ଟୁଡେ ପତ୍ରିକାକୁ ଦେଇଥିବା ଏକ ସାକ୍ଷାତକାରରେ ହେଲେନ କହିଛନ୍ତି, ତାଙ୍କର ପ୍ରଶଂସା ଶୁଣି ଯେଉଁ ମହିଳାମାନେ ହସନ୍ତି, ଲାଜ କରନ୍ତି ଏବଂ ପୁରୁଷଙ୍କ କଥା ପ୍ରତି ଅଧିକ ଧ୍ୟାନ ଦିଅନ୍ତି। ଅଧିକାଂଶ ମହିଳା ପୁରୁଷଙ୍କ ସହ ଫ୍ଲର୍ଟ କରିବାକୁ ପସନ୍ଦ କରନ୍ତି।

ମହିଳା ଶୀଘ୍ର ସେମାନଙ୍କ ବ୍ୟକ୍ତିତ୍ୱ ସହିତ ମେଳ ଖାଉଥିବା ଲୋକମାନଙ୍କ ପ୍ରତି ଆକର୍ଷିତ ହୁଅନ୍ତି। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଅନୁସନ୍ଧାନକାରୀମାନେ ଏକ ଅନଲାଇନ ଡେଟିଂ ସାଇଟରେ ୬୦ ପୁରୁଷ ଏବଂ ୬୦ ମହିଳାଙ୍କୁ ନେଇ ଅଧ୍ୟୟନ ହୋଇଥିଲା। ଅଧ୍ୟୟନରେ ଜଡିତ ଏହି ବ୍ୟକ୍ତିମାନେ ସେହି ପୁରୁଷ ଏବଂ ମହିଳାଙ୍କ ପ୍ରତି ଆଗ୍ରହ ଦେଖାଇଥିଲେ, ଯେଉଁମାନେ ସେମାନଙ୍କ ପରି। ବିଶେଷଜ୍ଞମାନେ କହିଛନ୍ତି, ଜଣେ ଯେତେବେଳେ ନିଜ ଅପେକ୍ଷା ଭଲ ହୋଇଥାଏ ଭୟ ଲାଗେ। କାରଣ ସେମାନଙ୍କର ଅନ୍ୟ କାହାସହ କୌଣସି ସମ୍ପର୍କ ଥାଇପାରେ, ଯେତେବେଳେ କମ ଆକର୍ଷଣ ଦେଖାଯାଏ, ଲାଗେ ମୁଁ ମଧ୍ୟ ଏକ ଭଲ ପାର୍ଟନର ପାଇ ପାରିଥା’ନ୍ତି ।

୨୦୧୦ରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି, ମହିଳାମାନେ ସେମାନଙ୍କ ବୟସ ଠାରୁ ବଡ଼ ପୁରୁଷଙ୍କ ପ୍ରତି ଅଧିକ ଆକର୍ଷିତ ହୁଅନ୍ତି। ବିଶେଷକରି ମହିଳାମାନେ ରୋଜଗାର କ୍ଷେତ୍ରରେ ଏହାକୁ ବିଶେଷ ଦେଖିଥାନ୍ତି।

ନ୍ୟୁ ସାଉଥ ୱେଲ୍ସ ବିଶ୍ୱବିଦ୍ୟାଳୟରେ ୧୭୭ ପୁରୁଷ ଏବଂ ୩୫୧ ମହିଳାଙ୍କୁ ନେଇ ହୋଇଥିବା ଅଧ୍ୟୟନରେ ଅଧିକାଂଶ ମହିଳା ହାଲକ୍‌ା ଦାଢ଼ି ରଖିଥିବା ପୁରୁଷଙ୍କ ପ୍ରତି ଆକର୍ଷିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri