Posted inଖେଳ

ପୁରୁଷ ହକି: ନେଦରଲାଣ୍ଡ୍ସକୁ ହରାଇଲା ଭାରତ

ବାର୍ସିଲୋନା, ୩୧ା୭ (ପି.ଟି.): ସ୍ପାନିଶ୍‌ ହକି ମହାସଂଘର ଶତବାର୍ଷିକୀ ଅବସରରେ ଆୟୋଜିତ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପୁରୁଷ ହକି ଦଳ ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌ ଚାମ୍ପିୟନ ନେଦରଲାଣ୍ଡ୍ସକୁ ୨-୧ ଗୋଲ୍‌ରେ ପରାସ୍ତ କରିଛି।

ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ତରଫରୁ ଅଧିନାୟକ ହରମନପ୍ରୀତି ସିଂ (୧୫ତମ ମିନିଟ୍‌), ଦିଲ୍‌ପ୍ରୀତ ସିଂ (୫୦ତମ ମିନିଟ୍‌) ଗୋଟିଏ ଲେଖାଏଁ ଗୋଲ୍‌ ସ୍କୋର କରିଥିବା ବେଳେ ଡଚ୍‌ ଦଳ ପକ୍ଷରୁ ଥିଏରୀ ବ୍ରିଙ୍କମ୍ୟାନ (୨୫ତମ) ଗୋଲ୍‌ ଦେଇଥିଲେ। କୌତୂହଳର କଥା ସମସ୍ତ ଗୋଲ୍‌ ପେନାଲ୍ଟି କର୍ନରରୁ ହୋଇଥିଲା। ତେବେ ଭାରତର ନୀଳକାନ୍ତ ଶର୍ମା ତାଙ୍କର ୧୦୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି।

ବହୁ ପ୍ରତୀକ୍ଷିତ ଏସିଆନ ଚାମ୍ପିୟନଶିପ୍‌ରେ ଭାଗନେବା ଲାଗି ଭାରତୀୟ ଦଳ ମଙ୍ଗଳବାର ପ୍ରତ୍ୟୁଷରେ ଚେନ୍ନାଇରେ ପହଞ୍ଚତ୍ବ। ଏହି ଇଭେଣ୍ଟ ଅଗଷ୍ଟ ୩ରୁ ମେୟର ରାଧାକ୍ରିଷ୍ଣନ ହକି ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?