Posted inଖେଳ

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା ଆୟୋଜକ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏହି ସଫଳତା ପାଇଛି।

ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ରହିଥିଲା। ଦ୍ୱିତୀୟାର୍ଦ୍ଧର ତୃତୀୟ କ୍ୱାର୍ଟରରେ ଆର୍ଜେଣ୍ଟିନା ପାଇଁ ଡୋମେନ ଟୋମାସ ୪୧ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ଏଥିଯୋଗୁ ତୃତୀୟ କ୍ୱାର୍ଟର ଶେଷ ସୁଦ୍ଧା ଆର୍ଜେଣ୍ଟିନା ୧-୦ ଗୋଲରେ ଆଗରେ ରହିଥିଲା।

ଅନ୍ତିମ ତଥା ଚତୁର୍ଥ କ୍ୱାର୍ଟରରେ ୪୯ତମ ମିନିଟ୍‌ରେ ନେଦରଲାଣ୍ଡ୍ସକୁ ଏକ ପେନାଲ୍ଟି କର୍ନର(ପିସି) ମିଳିଥିଲା। ଏହାକୁ ମିଡେନଡର୍ପ ଫ୍ଲୋରିସ ଗୋଲରେ ପରିଣତ କରିବା ସହ ମ୍ୟାଚ୍‌କୁ ବରାବର ସ୍ଥିତିକୁ ଆଣିଥିଲେ। ହେଲେ ଏହାର ୧୦ ମିନିଟ୍‌ ପରେ ଆର୍ଜେଣ୍ଟିନାକୁ ମିଳିଥିବା ପିସିକୁ ରେ ମାଟିଆସ ସ୍କୋର କରି ଦଳକୁ ୨-୧ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ମ୍ୟାଚ୍‌ର ଅନ୍ତିମ ୫ ସେକେଣ୍ଡରେ ମ୍ୟାଚ୍‌କୁ ବରାବର କରିବା ପାଇଁ ପିସି ଜରିଆରେ ନେଦରଲାଣ୍ଡ୍ସକୁ ଲଗାତର ୩ଟି ସୁଯୋଗ ମିଳିଥିଲା। ମାତ୍ର କୌଣସି ଖେଳାଳି ଆର୍ଜେଣ୍ଟିନାର ଡିଫେନ୍ସ ଲାଇନ ଭେଦ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?