Categories: ଖେଳ

ପୁରୁଷ ହକି ବିଶ୍ୱକପ୍‌: କ୍ବାର୍ଟର ଫାଇନାଲ୍‌ରେ ଜର୍ମାନୀ

ଭୁବନେଶ୍ବର,୨୩।୧: କଳିଙ୍ଗ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର କ୍ରସ୍‌ ଓଭର ମ୍ୟାଚ୍‌ରେ ଜର୍ମାନୀ ବିଜୟ ହୋଇଛି। ଫ୍ରାନ୍ସକୁ ୫-୧ ଗୋଲରେ ପରାସ୍ତ କରି ଜର୍ମାନୀ କ୍ବାର୍ଟର ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୨୫ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଜର୍ମାନୀ ବିପକ୍ଷରେ ଇଂଲଣ୍ଡ ଖେଳିବ।

Share