ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ

ବୈପାରିଗୁଡା, ୬।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ପରିବାର ଲୋକେ ଏପରି ନ କରିବାକୁ ଶୁକୁରାମଙ୍କୁ ବାରଣ କରିବାରୁ ସେ ଛୁରି ଦେଖାଇ ବାହାରକୁ ତଡ଼ି ଦେଇଥିଲେ। ଶୁକୁରାମ ବିଭାହିତ ଓ ତାଙ୍କର ସ୍ତ୍ରୀ ଓ ପିଲା ଅଛନ୍ତି । ପରିବାର ଲୋକଙ୍କ କହିବାନୁସାରେ, ଗତ କିଛି ଦିନ ତଳେ ଶୁକୁରାମଙ୍କ ସ୍ବଭାବରେ ପରିବର୍ତ୍ତନ ଦେଖି ଘର ଲୋକ ତାଙ୍କୁ ବୈପାରୀଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦିନେ ରଖିବା ପରେ ଡାକ୍ତର ମେଡିଶିନ ଦେଇ ତାଙ୍କୁ ଡିସଚାର୍ଜ କରିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri