ମାନସିକ ରୋଗ ଓ ଜିନ୍‌

ମାନସିକ ରୋଗ ସହ ଜିନ୍‌ର ସମ୍ପର୍କ ରହିଛି ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ବିଶେଷଭାବରେ ଡାଇବେଟିସ ରୋଗୀଙ୍କ କ୍ଷେତ୍ରରେ ଏହା ପରିଲକ୍ଷିତ ହୋଇଥାଏ ବୋଲି ମଧ୍ୟ ୟୁନିଭର୍ସିଟି ଅଫ କାଲିଫର୍ନିଆ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ତର୍ଜମା କରିବା ସମୟରେ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ପ୍ରକାର ଜିନ୍‌କୁ ଠାବ କରିଥିଲେ। ରକ୍ତରେ ସୁଗାର (ଶର୍କରା) ପରିମାଣ ବଢ଼ିଗଲେ ଏହି ଜିନ୍‌ ଯୋଗୁ ସଂପୃକ୍ତ ବ୍ୟକ୍ତିଙ୍କର ମାନସିକ ସ୍ଥିତିକୁ ପ୍ରଭାବିତ କରିଥାଏ। ଫଳତଃ ସମୟକ୍ରମେ ସେମାନେ ମାନସିକ ରୋଗରେ ଆକ୍ରାନ୍ତ ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ସୋସିଆଲ ମିଡିଆ ବ୍ୟବହାର ହାନିକାରକ, ବେଳ ଥାଉଥାଉ ହୋଇଯାଆନ୍ତୁ ସତର୍କ

ଆଜିକାଲିର ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ସୋସିଆଲ ମିଡିଆ। ଆବାଳବୃଦ୍ଧବନିତା ଏହାର ପ୍ରେମରେ। ହେଲେ ଯଦି ଆପଣ ଆବଶ୍ୟକତାଠାରୁ ଅଧିକ ସମୟ ଏହାର ବ୍ୟବହାର କରୁଥାଆନ୍ତି,...

କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଅମୃତଭଣ୍ଡା

ଅମୃତଭଣ୍ଡା ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କହିବା ବାହୁଲ୍ୟ। ଏଥିରେ ଏପରି ତତ୍ତ୍ୱ ରହିଛି ଯାହା ଶରୀର ଭିତରେ କୋଲେଷ୍ଟରଲକୁ ସନ୍ତୁଳିତ ରଖିଥାଏ।...

ସାଉଣ୍ଡ ଫିଗର ଚାହୁଁଥିଲେ

ବର୍ତ୍ତମାନ ସ୍ଲିମ୍‌ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...

ବେଶ୍‌ ଉପକାରୀ କଦଳୀ ଚୋପା

କଞ୍ଚା ଅବା ପାଚିଲା କଦଳୀ ଉଭୟର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଅଧିକାଂଶ କ୍ଷେତ୍ରରେ କଦଳୀ ଖାଇବା ପରେ ଚୋପାକୁ ଫିଙ୍ଗି ଦିଆଯାଏ। କିନ୍ତୁ...

ଏହି ପାଣି କିଡ୍‌ନୀ ଷ୍ଟୋନ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା...

ସୂର୍ଯ୍ୟ ରାଇଜର ଝଡ଼

ଆମର ତାରା ସୂର୍ଯ୍ୟ ପୃଥିବୀରେ ସକଳ ଶକ୍ତିର ଆଧାର । ମାତ୍ର ସୂର୍ଯ୍ୟ ବେଳେବେଳେ ଅଶାନ୍ତ ହୋଇ ଅତି ସକ୍ରିୟ ହୋଇଉଠେ। ସୂର୍ଯ୍ୟପୃଷ୍ଠରେ ଶକ୍ତିଶାଳୀ ଝଡ଼ମାନ...

ଥଣ୍ଡା, କାଶ ପାଇଁ ଉପକାରୀ ଅଳେଇଚ

ଶରୀର ପାଇଁ ଅଳେଇଚ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡେଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ...

ସୂର୍ଯ୍ୟାସ୍ତ ପରେ ସେଓ ଖାଇବା ମନା…

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ। କିଛି ଲୋକ ଦିନରେ ଖାଦ୍ୟ ଖାଇ ସାରିବାର...

Advertisement


Archives

Model This Week