ମାନସିକ ରୋଗ ଓ ଜିନ୍‌

ମାନସିକ ରୋଗ ସହ ଜିନ୍‌ର ସମ୍ପର୍କ ରହିଛି ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ବିଶେଷଭାବରେ ଡାଇବେଟିସ ରୋଗୀଙ୍କ କ୍ଷେତ୍ରରେ ଏହା ପରିଲକ୍ଷିତ ହୋଇଥାଏ ବୋଲି ମଧ୍ୟ ୟୁନିଭର୍ସିଟି ଅଫ କାଲିଫର୍ନିଆ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ତର୍ଜମା କରିବା ସମୟରେ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ପ୍ରକାର ଜିନ୍‌କୁ ଠାବ କରିଥିଲେ। ରକ୍ତରେ ସୁଗାର (ଶର୍କରା) ପରିମାଣ ବଢ଼ିଗଲେ ଏହି ଜିନ୍‌ ଯୋଗୁ ସଂପୃକ୍ତ ବ୍ୟକ୍ତିଙ୍କର ମାନସିକ ସ୍ଥିତିକୁ ପ୍ରଭାବିତ କରିଥାଏ। ଫଳତଃ ସମୟକ୍ରମେ ସେମାନେ ମାନସିକ ରୋଗରେ ଆକ୍ରାନ୍ତ ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଓଭନରେ ଏଗ୍‌ଲେସ୍‌ ଭାନିଲା କେକ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ମଇଦା, ୨.୫ ଟି ସ୍ପୁନ୍‌ ବେକିଂ ପାଉଡ଼ର, ଅଧା କପ୍‌ ବଟର, ୧.୫ କପ୍‌ କ୍ୟାଷ୍ଟର ସୁଗାର, ଅଧା କପ୍‌...

ଦାଣ୍ଡିଆ ଆଉଟ୍‌ଫିଟ୍‌ରେ ଫ୍ୟୁଜନ୍‌

ଆରମ୍ଭ ହୋଇସାରିଛି ପାର୍ବଣର ଋତୁ। ବୁଲି ବୁଲି ମା’ଙ୍କ ମେଢ଼ ଦେଖିବା, ନୂଆ ନୂଆ ପୋଷାକ କିଣିବା, ଭଳିକି ଭଳି ଖାଦ୍ୟ ଖାଇବାରେ ଦଶହରାର ଭରପୂର...

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ...

କେମିତି ବଢିବ ରୋଗ ପ୍ରତିରୋଧକ ଶକ୍ତି

ହାଭାର୍ଡ ଓ୍ବିଓ୍ବିରେ ଆଧୁନିକ ଚିକିତ୍ସାକୁ ନେଇ ଅଧ୍ୟୟନ କରୁଥିବା ଡାକ୍ତର ଓ୍ବିଲିୟମ ଲି ଏମିତି କିଛି ଖାଦ୍ୟ ପଦାର୍ଥ ସମ୍ପର୍କରେ ସୂଚନା ଦେଇଛନ୍ତି ଯାହା ଶରୀରର...

ଗର୍ଭାବସ୍ଥାରେ ସମସ୍ୟା ଓ ଥାଇରଏଡ୍‌

”ଯେତେବେଳେ ଥାଇରଏଡ୍‌ ଗ୍ରନ୍ଥିରୁ ଯଥେଷ୍ଟ ପରିମାଣର ହରମୋନ୍‌ ଉପତ୍ନ୍ନ ହୋଇ ନ ଥାଏ ସେତେବେଳେ ଏହା ଓଭ୍ୟୁଲେଶନ ସମୟରେ ଡିମ୍ବାଶୟରୁ ଡିମ୍ବାଣୁର ନିଷ୍କାସନ ଏବଂ ପ୍ରଜନନତାକୁ...

ଖରାଦିନେ ତ୍ୱଚାର ଯତ୍ନ

ଖରାଦିନେ ସାଧାରଣତଃ ତ୍ୱଚା ମଳିନ ପଡ଼ିଯାଏ। ଆପଣ ଚାହିଁଲେ କିଛି ଟିପ୍ସ ଆପଣାଇ ଏଥିରୁ ଆରାମ ପାଇପାରିବେ… – କଟନ କପଡ଼ାରେ ବରଫ ଖଣ୍ଡକୁ ରଖି...

ନକାରାତ୍ମକ ମାନସିକତା ଓ ମସ୍ତିଷ୍କର କାର୍ଯ୍ୟଧାରା

ବ୍ୟସ୍ତମୟ ଜୀବନରେ ନିଜ ମାନସିକତାକୁ ସକାରାତ୍ମକ ରଖବା ହୁଏତ ଏତେଟା ସହଜ ନୁହେଁ। ହେଲେ ଅନ୍ୟପକ୍ଷରେ ତାହାକୁ ଅବହେଳା କରିବା ମଧ୍ୟ ଠିକ୍‌ ନୁହେଁ। ନିକଟରେ...

ପ୍ରଳୟଙ୍କରୀ ଭୂମିକମ୍ପ

ନିକଟରେ ବିଶ୍ୱର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଅନୁଭୂତ ହେଉଛି। ମଧ୍ୟପ୍ରାଚ୍ୟ ଭୂଖଣ୍ଡ ତୁର୍କୀ-ସିରିଆର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ବଡ଼ଧରଣର ପ୍ରଳୟଙ୍କରୀ ଭୂମିକମ୍ପ ଅନୁଭୂତ ହୋଇଯାଇଛି। ରିକ୍ଟର...

Advertisement
Archives

Model This Week