Posted inଜାତୀୟ

ବିବାହର ମାସେ ପୂର୍ବରୁ ରୁଷିଆ ଟ୍ୟାଙ୍କରରୁ ମର୍ଚ୍ଚାଣ୍ଟ ନେଭି ଅଫିସର ଅଟକ

ନୂଆଦିଲ୍ଲୀ,୧୩ା୧: ହିମାଚଳପ୍ରଦେଶର କାଙ୍ଗ୍ରା ଜିଲାରୁ ରୁଷିଆର ଏକ କମ୍ପାନୀରେ ମର୍ଚ୍ଚାଣ୍ଟ ନେଭି ଅଫିସର ଭାବେ କାର୍ଯ୍ୟରତ ରିକ୍ଷିତ ଚୌହାନଙ୍କର ଆସନ୍ତା ମାସରେ ବିବାହ ଅନୁଷ୍ଠିତ ହେବାର ଥିଲା। ତାଙ୍କୁ ତୁରନ୍ତ ଘରକୁ ଫେରିବାର ଥିବାବେଳେ ତୈଳ ଆଣିବା ପାଇଁ ଭେନେଜୁଏଲା ଯାଇ ସେ ଫସିଯାଇଛନ୍ତି। ରୁଷିଆ ତୈଳ ଟ୍ୟାଙ୍କର, ଯେଉଁଥିରେ ରିକ୍ଷିତ କ୍ରିଉ ମେମ୍ବର ଭାବେ କାର୍ଯ୍ୟ କରୁଥିଲେ, ତାହାକୁ ଆମେରିକା ସୈନ୍ୟ ଜବତ କରିଛନ୍ତି। ରିକ୍ଷିତଙ୍କୁ ସୁରକ୍ଷିତ ଭାବେ ଭାରତ ଫେରାଇ ଆଣିବା ପାଇଁ ତାଙ୍କ ପରିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି। ମାରିନେରା ନାମକ ଉକ୍ତ ଜାହାଜରେ ୩ ଭାରତୀୟ କ୍ରିଉ ମେମ୍ବରଙ୍କ ମଧ୍ୟରୁ ୨୬ ବର୍ଷୀୟ ରିକ୍ଷିତ ଅନ୍ୟତମ। ସେ ପ୍ରଥମ ଥର ପାଇଁ ଉକ୍ତ ଜାହାଜରେ ଭେନେଜୁଏଲା ଯାଇଥିବାବେଳେ ଆମେରିକା ସୁରକ୍ଷା ବଳ ଜାହାଜକୁ ପିଛାକରି ଗତ ୭ ତାରିଖରେ ଜବତ କରିଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ଭାଜପା ନେତାଙ୍କ ଘରେ ଲାଗିଲା ନିଆଁ: ଖେଳିଗଲା ଆତଙ୍କ

ନୂଆଦିଲ୍ଲୀ,୧୪।୧:ବରିଷ୍ଠ ଭାଜପା ନେତା ରବି ଶଙ୍କର ପ୍ରସାଦଙ୍କ ଦିଲ୍ଲୀସ୍ଥିତ ଘରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା।...

ଯଦି ଟି-୨୦ ବିଶ୍ୱକପ ଖେଳିବାକୁ ମନା କରେ ବାଂଲାଦେଶ, ତା’ହେଲେ କି କାର୍ଯ୍ୟାନୁଷ୍ଠାନ ନେବ ICC? ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ ପୁଣିଥରେ ସ୍ପଷ୍ଟ...

ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ

ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ...

ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ...

ମକର ସଂକ୍ରାନ୍ତିରେ ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ...

ଏହି ସ୍ଥାନକୁ ଗଲେ ହୁଏ ସନ୍ତାନପ୍ରାପ୍ତି : ମକର ସଂକ୍ରାନ୍ତିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ କୁଣ୍ଡରେ…

ଖୋର୍ଦ୍ଧା,୧୪।୧(ପ୍ରଭାତ ପାଣିଗ୍ରାହୀ): ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ...

ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଢ଼ୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି,...

ଖୁସି ଖବର: ଭାରତ ଉପରୁ ଟାରିଫ୍‌ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍‌ନାଲ୍‌

ଓ୍ବାଶିଂଟନ୍‌,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri