ସେପ୍ଟେମ୍ବର ୩ରୁ ଏସବୁ ରାଶିର ଗୋଲ୍ଡେନ ଟାଇମ୍‌ ଆରମ୍ଭ; ଆକସ୍ମିକ ଧନଲାଭ ସାଙ୍ଗକୁ ବ୍ୟବସାୟ, ଶିକ୍ଷା କ୍ଷେତ୍ରରେ…

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କର ରାଜକୁମାର ବୁଧ ମାସରେ ଦୁଇଥର ରାଶି ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ୧୨ ରାଶିଙ୍କ ଜୀବନରେ ପଡ଼ିଥାଏ। ଏହି କ୍ରମରେ ସେପ୍ଟେମ୍ବର ମାସ ଆରମ୍ଭରେ ବୁଧ ସିଂହ ରାଶିରେ ବିରାଜମାନ ରହିବେ। ଏହା ଫଳରେ ଶୁଭ ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଶୀଘ୍ର ବୁଧ ଅରୁଣଙ୍କ ସହ ମିଶି କେନ୍ଦ୍ର ଯୋଗ ସୃଷ୍ଟି କରିବେ। ଫଳରେ ଏହି ୩ ରାଶିର ଜାତକଧାରୀ ବିଶେଷ ଲାଭ ପାଇବେ। ଆସନ୍ତୁ ଜାଣିବା ଏହି ଭାଗ୍ୟବାନ ରାଶି ବିଷୟରେ…

ବୃଷ ରାଶି: ଏହି ରାଶିର ଜାତକଧାରୀଙ୍କ ପାଇଁ ବୁଧ-ଅରୁଣ କେନ୍ଦ୍ର ଯୋଗ ଲାଭକାରୀ ରହିବ। ଏହି ରାଶିରେ ବୁଧ ଚତୁର୍ଥ ସ୍ଥାନରେ ଅଛନ୍ତି। ଏମିତିରେ ଏହି ରାଶିର ଜାତକଧାରୀଙ୍କୁ ବିଶେଷ ଲାଭ ମିଳିବ। ଦୀର୍ଘଦିନ ଧରି ଅଟକିଥିବା କାମ ପୂରଣ ହେବ। ଜମିଜମା ମାମଲାରେ ଆପଣଙ୍କୁ ସଫଳତା ମିଳିବ। ସୁଖସୁବିଧା ବୃଦ୍ଧି ପାଇବ। ଏହାଛଡ଼ା ଉଚ୍ଚାଧିକାରୀଙ୍କ ସହ ଆପଣଙ୍କ ସମ୍ପର୍କ ଭଲ ହୋଇପାରେ। ଫଳରେ ଚାକିରିରେ ବହୁତ ଲାଭ ମିଳିପାରେ।

କର୍କଟ ରାଶି: ବୁଧ-ଅରୁଣ ସଂଯୋଗ ଯୋଗୁ ସୃଷ୍ଟି ହୋଇଥିବା କେନ୍ଦ୍ର ଯୋଗ ଏହି ରାଶିର ଜାତକଧାରୀଙ୍କ ପାଇଁ ଭଲ ରହିବ। ଆକସ୍ମିକ ଧନଲାଭର ଯୋଗ ରହିଛି। ଦୀର୍ଘଦିନ ଧରି ଅଟକିଥିବା କାମ ପୂରଣ ହେବା ସହ ଜୀବନରେ ଖୁସି ଫେରିବ। ଛାତ୍ରମାନଙ୍କ ପାଇଁ ଏହି ସମୟ ବେଶ ଭଲ ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି କରୁଥିବା ଜାତକଧାରୀଙ୍କୁ ବିଶେଷ ଫଳ ମିଳିବ। ଜୀବନରେ ଖୁସି ଫେରିବ।

ତୁଳା ରାଶି: ଏହି ରାଶିର ଜାତକଧାରୀଙ୍କ ଭାଗ୍ୟ ଚମକିବ। ଅନେକ କ୍ଷେତ୍ରରେ ଧନ ଲାଭ ହୋଇପାରେ। ଜୀବନରେ ରହିଥିବା ଅସୁବିଧା ଶେଷ ହୋଇପାରେ। ଅନେକ କ୍ଷେତ୍ରରେ ସଫଳତା ପାଇପାରିବେ। ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ହେବ। ଆମଦାନୀ ବଢ଼ିବ। ସ୍ବାସ୍ଥ୍ୟ ଦୃଷ୍ଟିକୋଣରୁ ଏହି ଯୋଗ ଲାଭଦାୟକ ରହିବ। ପରିଶ୍ରମର ଫଳ ପାଇବେ। ଶିକ୍ଷା କ୍ଷେତ୍ରରେ ମଧ୍ୟ ଲାଭାନ୍ବିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?