Posted inଜାତୀୟ

କମ୍ପୁଛି ଉତ୍ତର ଭାରତ: ତାପମାତ୍ରା ମାଇନସ୍ ୫.୨, ବରଫ ହେଲାଣି ପାଣି

ନୂଆଦିଲ୍ଲୀ, ୨୧ ।୧୨: ଦେଶରେ ହଠାତ୍ ଶୀତର ପ୍ରକୋପ ବଢିବା ସହ ପାରଦ ହୋଇଛି ତଳମୁହାଁ । ସମଗ୍ର ଉତ୍ତର ଭାରତ ଥଣ୍ଡାରେ ଥରୁଥିବା ବେଳେ ପାହାଡ ଉପରେ ବରଫର ମୋଟା ଚାଦର ବିଛାଇ ହୋଇଗଲାଣି । ରାଜସ୍ଥାନର ଅନେକ ସ୍ଥାନରେ ମାଇନସ୍ ଡିଗ୍ରୀକୁ ଖସିଗଲାଣି ତାପମାତ୍ରା । ଫତେହପୁର ଶେଖାୱଟିରେ ପ୍ରଥମଥର ଲାଗି ତାପମାତ୍ରା ମାଇନସ୍ ୫.୨ ହୋଇଯାଇଛି । ଯାହାଫଳରେ ସେଠାରେ ପାଣି ଏବେ ବରଫ ପାଲଟି ଯାଇଛି । ପାଣିପାଗ ବିଶେଷଜ୍ଞଙ୍କ କହିବା କଥା ହେଲା ଅଗାମୀ ଦିନରେ ଥଣ୍ଡା ଆହୁରି ରେକର୍ଡ କରିବ । ରାଜସ୍ଥାନରେ ମନାଲି ଭଳି ପାଣିପାଗ ହୋଇଯାଇଛି । ରାଜଧାନୀର ତାପମାତ୍ରା ଚଳିତ ବର୍ଷ ରେକର୍ଡ ଭାଙ୍ଗିଥିବା ବେଳେ ପଞ୍ଜ।।ବ, ହରିୟାଣା, ପଶ୍ଚିମ ଉତ୍ତର ପ୍ରଦେଶ ମଧ୍ୟପ୍ରଦେଶରେ ଶୀତ ଲହରି ଜାରି ରହିଛି । ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ସେହିପରି ମହାରାଷ୍ଟ୍ରରେ ସର୍ବନିମ୍ନ ତାପମାତ୍ରା ୭.୮ ଡିଗ୍ରୀ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri