୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ କମିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଜାରି ରିପୋର୍ଟ ଅନୁସାରେ, ରବିବାର ରାଜ୍ୟର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ଦେଲେ ଅନ୍ୟ ସମସ୍ତ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ସେଲସିୟସରୁ କମ୍‌ ରେକର୍ଡ କରାଯାଇଛି। ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୦ ଡିଗ୍ରୀ, ଦାରିଙ୍ଗବାଡିରେ ୧୨.୦ ଡିଗ୍ରୀ, ଭବାନୀପାଟଣା ଓ ଅନୁଗୋଳରେ ୧୩.୦ ଡିଗ୍ରୀ ଓ ରାଉରକେଲାରେ ୧୩.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା। ଅନ୍ୟପଟେ ପାରଳାଖେମୁଣ୍ଡି ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ର ୩୨.୪ ଡିଗ୍ରୀ ସେଲସିୟସ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri