ଦାରିଙ୍ଗବାଡିରେ ଖସିଲା ପାରଦ

ଦାରିଙ୍ଗବାଡି,୧୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ଖସିଆସିଛି। ଯାହାକି ଚଳିତ ବର୍ଷ ଦ୍ବିତୀୟ ଥର ପାଇଁ ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି। ପୂର୍ବରୁ ଗତ ମଙ୍ଗଳବାର ଓ ବୁଧବାର ତାପମାତ୍ରା ୭.୫ଡିଗ୍ରୀ ରହିଥିଲା। ଅସହ୍ୟ ଶୀତ ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅନ୍ୟପକ୍ଷରେ ପର୍ଯ୍ୟଟକମାନେ ଶୀତର ମଜା ନେବାକୁ ଏଠାରେ ଭିଡ଼ ଜମାଉଛନ୍ତି। ସନ୍ଧ୍ୟାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ୁଛି। ଲୋକେ ନିଆଁ ଚାରିପାଖେ ବସି ରହୁଥିବା ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ରିମାଣ୍ଡରେ ଗଲେ ଅନୁପ

ଝାରସୁଗୁଡ଼ା ଅଫିସ,୨୦ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଛତିଶଗଡ଼ ଚକ୍ରଧରନଗର ପୋଲିସ ତନାଘନା...

ଆର୍ଥିକ ମାନ୍ଦାବସ୍ଥାର ପ୍ରତିବାଦ: ୨୦ରୁ ୨୩ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):ଦେଶର ଅର୍ଥନୀତି ନିମ୍ନଗାମୀ ହୋଇଛି। ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାରଙ୍କ ଜନବିରୋଧୀ ଆର୍ଥିକ ନୀତି ଏଥିପାଇଁ ଦାୟୀ ବୋଲି କଂଗ୍ରେସ କହିଛି। ଏହି କ୍ରମରେ ଦଳ...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା: ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା...

ହାତୀ ଆକ୍ରମଣରେ ଯୁବକ ମୃତ

ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ...

କାଲି ଦିନ୧୧ରୁ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍‌ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍‌ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର...

ବ୍ରାଉନ ସୁଗାର ବ୍ୟବସାୟୀଙ୍କ ଦେଢ କୋଟିର ସମ୍ପତ୍ତି ଜବତ

ଅନୁଗୋଳ ଅଫିସ, ୧୯।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରୁ ଗତ ୪ ମାସ ମଧ୍ୟରେ ବ୍ରାଉନ ସୁଗାର ବିକ୍ରି ଅଭିଯୋଗରେ ଗିରଫ ହୋଇଥିବା ୨୪...

ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ...

ଲିଙ୍ଗ ନିରୂପଣ ସୂଚନା ଦେଲେ ୨୫ହଜାର

ନୟାଗଡ଼ ଅଫିସ,୮।୧୨: ଗର୍ଭ ସଞ୍ଚାର ପରେ ଲିଙ୍ଗ ନିରୁପଣ କରୁଥିବା ନେଇ ସୂଚନା ଦେଲେ ସୂଚନାଦାତା ପାଇବେ ୨୫ ହଜାର ଟଙ୍କା ପୁରସ୍କାର। ତେବେ ପୁରସ୍କାର...

Advertisement
Archives

Model This Week