Advertisement

ଦାରିଙ୍ଗବାଡିରେ ଖସିଲା ପାରଦ

ଦାରିଙ୍ଗବାଡି,୧୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ଖସିଆସିଛି। ଯାହାକି ଚଳିତ ବର୍ଷ ଦ୍ବିତୀୟ ଥର ପାଇଁ ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି। ପୂର୍ବରୁ ଗତ ମଙ୍ଗଳବାର ଓ ବୁଧବାର ତାପମାତ୍ରା ୭.୫ଡିଗ୍ରୀ ରହିଥିଲା। ଅସହ୍ୟ ଶୀତ ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅନ୍ୟପକ୍ଷରେ ପର୍ଯ୍ୟଟକମାନେ ଶୀତର ମଜା ନେବାକୁ ଏଠାରେ ଭିଡ଼ ଜମାଉଛନ୍ତି। ସନ୍ଧ୍ୟାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ୁଛି। ଲୋକେ ନିଆଁ ଚାରିପାଖେ ବସି ରହୁଥିବା ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲା ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ବିଜେତା

ନୂଆଦିଲ୍ଲୀ/ରାଉରକେଲା ଅଫିସ୍‌, ୧୯।୧:  ଭାରତର ପ୍ରମୁଖ ଶିଳ୍ପ ସହର ରାଉରକେଲାର ଛେଣ୍ଡ୍‌ରେ ୫ ଟନ କ୍ଷମତା ବିଶିଷ୍ଟ ଏକ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ...

ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ...

CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି...

ରାଜ୍ୟର ୭ ଜିଲାରେ ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସକାଳୁ କୋହଲା ପାଗ ସାଙ୍ଗକୁ କିଛି କିଛି ସ୍ଥାନରେ ସାମାନ୍ୟ ବର୍ଷା ମଧ୍ୟ ହୋଇଛି। ଦିନରେ ପ୍ରବଳ ଖରା ପରେ ଅପରାହ୍ନରେ ବିଭିନ୍ନ ସ୍ଥାନାରେ...

ସୋସିଆଲ ମିଡିଆରୁ ଜାଣି ସହଯୋଗର ହାତ ବଢାଇଲେ ନର୍ଲା ବିଧାୟକ

ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଜଣେ ମା’ଙ୍କଠାରୁ ଜନ୍ମିତ ତିନୋଟି ଶିଶୁ ପର୍ଯ୍ୟାପ୍ତ ପରିମାଣରେ ପୁଷ୍ଟିକର ଖାଦ୍ୟ ପାଉ ନ ଥିବା ଖବର ସାମାଜିକ ଗଣମାଧ୍ୟମରେ ଦେଖି ସହଯୋଗର ହାତ...

ଘରେ ପାଳନ ହେଲା ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪(ବ୍ୟୁରୋ): ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୮୫ ବର୍ଷରେ ପଦାର୍ପଣ କରିଛି ଓଡ଼ିଶା। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଏପ୍ରିଲ ୧ରେ ରାଜ୍ୟ ତଥା ବାହାରେ ମହାଆଡ଼ମ୍ବରରେ...

୧୦ବର୍ଷର ଆକ୍ରୋଶରୁ ଗଣହତ୍ୟା

ବଲାଙ୍ଗୀର ଅଫିସ/ପାଟଣାଗଡ଼, ୧୯ା୧୧(ଡି.ଏନ୍‌.ଏ.):ପାଟଣାଗଡ଼ ସହଁରାପଡାରେ ଗତ ୧୦ ତାରିଖ ରାତିରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ୮...

ଧରିତ୍ରୀ ପ୍ରଭାବ: ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିଲେ ଡବ୍ଲ୍ୟୁସିଡିଓ 

ବିଞ୍ଝାରପୁର,୧୩ା୧୦(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ମହିଳା ଓ ସମନ୍ବିତ ଶିଶୁ ବିକାଶ ବିଭାଗର କାର୍ଯ୍ୟକଳାପକୁ ନେଇ ‘ଧରିତ୍ରୀ’ରେ ଗତ ୧୯ତାରିଖରେ ଖବର ପ୍ରକାଶିତ ହୋଇଥିଲା। ସେଥିରେ ବିଞ୍ଝାରପୁର...

Advertisement
Archives

Model This Week