ଦାରିଙ୍ଗବାଡ଼ିରେ ଖସୁଛି ପାରଦ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଅନଭୁତ ହେଉଛି। ବିଳମ୍ବିତ ରାତିରୁ ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଅଞ୍ଚଳରେ ଘନ କୁହୁଡ଼ି ରହୁଛି। ଗତ ୭ ତାରିଖରେ ଅଞ୍ଚଳରେ ତାପମାତ୍ରା ୯.୫ ଡିଗ୍ରୀ ରହିଥିଲା। ପରେ ଲଘୁଚାପଜନୀତ ବର୍ଷା ଓ ପାଗ କୋହଲା ରହୁଥିବାରୁ ତାପମାତ୍ରା ୧୭ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଥିଲା। ରାତିରେ ସେଭଳି ଶୀତ ଅନୁଭବ ହେଉ ନ ଥିଲା। ରବିବାର ହଠାତ୍‌ ପାରଦ ଖସି ୯ ଡିଗ୍ରୀରେ ପହଞ୍ଚିଛି। ଫଳରେ ଅଞ୍ଚଳରେ ପ୍ରବଳ ଜାଡ଼ ଅନୁଭୂତ ହେଉଛି। ଲୋକେ ଶୀତବସ୍ତ୍ର ବିନା ବାହାରକୁ ବାହାରି ପାରୁନହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌,...

୧୮, ୭୭୦ ଗୃହପାଳିତ ପ୍ରାଣୀ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୪ା୮: ଖୋର୍ଦ୍ଧା ଜିଲାରେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ପ୍ରଶାସନର କ୍ଷୟକ୍ଷତି ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ବ୍ଲକର ୧୩ଟି...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ବିବାଦ ପଛରେ ପଥରଖଣି

ଢେଙ୍କାନାଳ ଅଫିସ, ୭।୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା ଓରଫ ରାଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ମାମଲାରେ...

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟି: ସେଟ୍‌ ‘ବି’ ରେ ସେଟ୍‌ ‘ଏ’ର ପ୍ରଶ୍ନ

ବରଗଡ଼ ଅଫିସ,୧୮ା୩: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ଏଚ୍‌ଏସ୍‌ସି) ଅର୍ଥାତ୍‌ ମାଟ୍ରିକ ପରୀକ୍ଷାର ଶନିବାର ହୋଇଥିବା ସାମାଜିକ ବିଜ୍ଞାନ (ଇତିହାସ, ଭୂଗୋଳ)...

ଜେଲ ଗଲେ ହତ୍ୟାକାରୀ ଚାବି ମେକାନିକ

ବ୍ରହ୍ମପୁର ଅଫିସ,୨୮ା୨: ଗତ ୨୪ ତାରିଖ ସନ୍ଧ୍ୟାରେ ବ୍ରହ୍ମପୁର ସଦର ଥାନା ଅଧୀନ ଅଳକାପୁରୀ ସପ୍ତମ ଲେନ୍‌ରେ ରହୁଥିବା ବିଜୟ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ ସୁରଜାଙ୍କୁ...

କରୋନା ସ୍ଥିତି ସଙ୍ଗିନ: ଯୁଦ୍ଧ କାଳୀନ ଭିତ୍ତିରେ ହେବ ୧୦୩ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାରର ସେଣ୍ଟର

ସୋରଡ଼ା,୩୦।୪: ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁଛି। ଏହାକୁ ଦୃଷ୍ଟିରେ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟରେ ୧୦୩ ଶଯ୍ୟା ବିଶିଷ୍ଠ କୋଭିଡ୍‌ କେୟାରର ସେଣ୍ଟର...

ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦଶମନ୍ତପୁର, ୨୩ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ଝାଡ଼ାବାନ୍ତି ବ୍ୟାପୀ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇଦେଇଛି। ଏହି ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ୧୪...

Advertisement
Archives

Model This Week